ଓଡ଼ିଶାରେ କିମ୍ବଦନ୍ତୀ କ୍ରିକେଟର କପିଲ୍ ଦେବ

Oct 03, 2026 - 15:37
ଓଡ଼ିଶାରେ କିମ୍ବଦନ୍ତୀ କ୍ରିକେଟର କପିଲ୍ ଦେବ
Gallery

ଓଡ଼ିଶାରେ କିମ୍ବଦନ୍ତୀ କ୍ରିକେଟର କପିଲ୍ ଦେବ

ଓଡ଼ିଶା ଟ୍ରାଭେଲ ବଜାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ପ୍ରଦର୍ଶନୀ ବୁଲି ଦେଖୁଛନ୍ତି। ଏହି ଅବସରରେ କିମ୍ବଦନ୍ତୀ କ୍ରିକେଟର କପିଲ୍ ଦେବ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍ କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।