ଜାମିନ ଆବେଦନ ଖାରଜ , ଗିରଫ ହେବେ ବିଦ୍ୟା ଭାରତୀ
Oct 31, 2026 - 13:50
ଭୁବନେଶ୍ୱର : ବହୁଚର୍ଚ୍ଚିତ ଆସିଫ ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ଘଟଣା । ଗିରଫ ହେବେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା । ତାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଛନ୍ତି ମାନ୍ୟବର ହାଇକୋର୍ଟ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।