ନାବାଳିକାଙ୍କୁ ଅସଦାଚରଣ କରି ସହପାଠୀ ଗିରଫ
କଟକ : କଟକରେ ଚାଞ୍ଚଲ୍ୟ । ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। କଥା ହେବା ବାହାନାରେ ଜଣେ ନାବାଳିକାଙ୍କୁ ହୋଟେଲ ନେଇ ଗଣବଳାତ୍କାର କଲେ ସହପାଠୀ । ଏହି ମାମଲାରେ ୨ ନାବାଳକ ଗିରଫ ହୋଇଥିବା ଜଣାପଡିଛି।କଟକ ବାଦାମବାଡ଼ିରେ ଥାନାରେ ମାମଲା ରୁଜୁ ହୋଇଛି । ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ପୀଡ଼ିତାଙ୍କ କଲେଜ ସହପାଠୀ ବୋଲି ଜଣାପଡ଼ିଛି । ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।