ବନ୍ୟା ପ୍ରଭାବିତ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ

Sep 27, 2026 - 16:23
ବନ୍ୟା ପ୍ରଭାବିତ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ
Gallery

ବନ୍ୟା ପ୍ରଭାବିତ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆକାଶମାର୍ଗରୁ ଗଞ୍ଜାମ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ସ୍ଥିତି ସମୀକ୍ଷା କରିଛନ୍ତି। ବନ୍ୟା ପ୍ରଭାବିତ ଲୋକଙ୍କ ସହିତ ଆଲୋଚନା କରିଛନ୍ତି। ସେହିପରି ସେ ବନ୍ୟା ପରିଚାଳିତ ଶିବିରରେ ରନ୍ଧାଖାଦ୍ୟ ବାଣ୍ଟିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।