12 Die In Separate Drowning Incidents During Idol Immersion Across Odisha
#କାଳ_ହେଲା_ଭସାଣି_ଯାତ୍ରା
ଲୁହ ଭରିଦେଲା ଭସାଣ ଖୁସି । କାଳ ହେଲା ଭସାଣି ଯାତ୍ରା। ରାଜ୍ୟର ବିଭିନ୍ନ ସ୍ଥାନରେ ମୂର୍ତ୍ତି ବିସର୍ଜନ ବେଳେ ୧୨ ଜଣଙ୍କ ଲଲୀଳ ସମାଧୀ। ଜଗତସିଂହପୁରରେ ୪ ଜଣଙ୍କ ଜୀବନ ଯାଇଥିବବେଳେ ବୀରମିତ୍ରପୁରରେ ଚାଲିଯାଇଛି ୩ ନାବାଳିକାଙ୍କ ଜୀବନ । ଜଗତସିଂହପୁର ପଣ୍ଡୁଆ ଗୋପାଳପୁର ନିକଟରେ ଗଣେଶ ଭସାଣି ବେଳେ ନଦୀରେ ବୁଡିଯାଇଥିଲେ ୪ ଯୁବକ । ଭାସିଯାଇଥିବା ସମସ୍ତ ଯୁବକ ସ୍ଥାନୀୟ ଅରଡ଼ା ଗାଁର । ସେହିପରି ସୁନ୍ଦରଗଡ଼ ବୀରମିତ୍ରପୁରରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଗଂଜାମ ଆସିକାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଦିଗପହଣ୍ଡିରେ ଜଣକର ଜୀବନ ଯାଇଛି । ସେହିଭଳି ଭଦ୍ରକ ଚାନ୍ଦବାଲିରେ ମଧ୍ୟ ଜଣକର ମୃତ୍ୟୁ ହୋଇଛି। କୋରାପୁଟ ଦଶମନ୍ତପୁରରେ ଗାଧୋଇବା ବେଳେ ପୋଖରୀରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଛି । ଗୋଟିଏ ଦିନରେ ୧୨ ଜଣଙ୍କର ମୃତ୍ୟୁ ଯୋଗୁ ଚାରିଆଡ଼େ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ମୂର୍ତ୍ତି ବିସର୍ଜନ ବେଳେ ସତର୍କ ଓ ସଜାଗ ରହିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଛି ଅଗ୍ନିଶମ ବାହିନୀ ।
#Odisha#IdolImmersion#GaneshVisarjan#DrowningDeaths#Jagatsinghpur#Sundargarh#Ganjam#Bhadrak#Koraput#OdishaNews#OdishaTV#OTV
The joy of idol immersion turned tragic as 12 people died in separate drowning incidents across Odisha. Four youths drowned during Ganesh idol immersion near Pandua Gopalpur in Jagatsinghpur, while three people died in Birmitrapur of Sundargarh district. Two deaths were reported from Asika and one from Digapahandi in Ganjam, while one person died in Chandabali of Bhadrak. In Dasamantpur of Koraput, one person died after drowning in a pond while bathing. The deaths in a single day have cast a pall of gloom across the affected areas. The Fire Services department has advised people to remain alert and cautious during idol immersion.
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।