2 Students Drown: ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ ନଦୀରେ ବୁଡ଼ି ଦୁଇ ଛାତ୍ର ମୃତ

Sep 16, 2026 - 15:29
2 Students Drown: ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ ନଦୀରେ ବୁଡ଼ି ଦୁଇ ଛାତ୍ର ମୃତ

"ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁର ଘୋଡ଼ାହାଡ଼ ନଦୀରେ ଘଟିଛି ଏହି ଦୁଃଖଦ ଘଟଣା।

ମୃତକ ଦ୍ୱୟ ହେଉଛନ୍ତି ହିଞ୍ଜିଳିକାଟୁ ପୌରାଞ୍ଚଳ ଗଜପତି ମାର୍ଗ ଅଞ୍ଚଳର ଆଦର୍ଶ ସାହୁ (୧୪) ଓ ଗାୟତ୍ରୀ ନଗରର ପ୍ରୀତମ ସାମେଲି (୧୪) l ଉଭୟ ଛାତ୍ର ତାଙ୍କର ସାଙ୍ଗମାନଙ୍କ ସହ ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ଘୋଡ଼ାହାଡ଼ ନଦୀକୁ ଯାଇଥିଲେ।

Advertisment ଗଭୀର ପାଣିକୁ ଚାଲିଯାଇ ବୁଡ଼ି ଯାଇଥିଲେ ଉଭୟ ବିସର୍ଜନ ସମୟରେ ଅସାବଧାନତାବଶତଃ ଉଭୟ ଗଭୀର ପାଣିକୁ ଚାଲିଯାଇ ବୁଡ଼ି ଯାଇଥିଲେ।

ସ୍ଥାନୀୟ ଲୋକେ ଓ ଦମକଳ ବାହିନୀ କର୍ମଚାରୀମାନେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ନଦୀରୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ ହେଁ, ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଡାକ୍ତର ହରିହରଙ୍କୁ ମୃତ ଘୋଷଣା କଲେ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।