24th PM-KISAN Instalment Released: ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ-କିଷାନ ଟଙ୍କା, ବାଣ୍ଟିଲେ ପ୍ରଧାନମନ୍ତ୍ରୀ ମୋଦି

Oct 30, 2026 - 13:34
24th PM-KISAN Instalment Released: ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ-କିଷାନ ଟଙ୍କା, ବାଣ୍ଟିଲେ ପ୍ରଧାନମନ୍ତ୍ରୀ ମୋଦି

ଗୁଜରାଟର ବନାସକାଣ୍ଠାରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ୨୪ତମ କିସ୍ତି ଟଙ୍କା ଜାରି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଏହି ପର୍ଯ୍ୟାୟରେ ଦେଶର ୯.୩୪ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ମୋଟ ୧୮ ହଜାର ୬୯୦ କୋଟି ଟଙ୍କା ପଠାଯାଇଛି।

Advertisment ସେହିପରି ଓଡ଼ିଶାର ୩୫.୩୯ ଲକ୍ଷ ଚାଷୀଙ୍କ ଖାତାକୁ ୭୦୭.୮୬ କୋଟି ଟଙ୍କା ଜମା ହୋଇଛି।

ରାଜ୍ୟରେ ଚାଷୀଙ୍କୁ କିସ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର୍ (ଡିବିଟି)ରେ ଯୋଗ୍ୟ କୃଷକଙ୍କୁ ସହାୟତା ପ୍ରଦାନ କରାଯାଇଛି।

ପୂର୍ବରୁ ୨୩ଟି କିସ୍ତି ମାଧ୍ୟମରେ ୪.୪୭ ଲକ୍ଷ କୋଟିରୁ ଅଧିକ ଟଙ୍କା ଦିଆଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।