Accident: ଉତ୍ତରକାଶୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ
ଡେରାଡୁନ୍: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ଗଙ୍ଗୋତ୍ରୀ ରାଜପଥରେ ଏକ ଇନୋଭା କାର ଭାରସାମ୍ୟ ହରାଇ ନଦୀକୁ ଖସିପଡ଼ିଛି।
ଏହି ଦୁର୍ଘଟଣାରେ ଏଯାବତ୍ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବାବେଳେ ଆଉ ଦୁଇ ଜଣ ନିଖୋଜ ଥିବା ଆଶଙ୍କା କରାଯାଉଛି।
ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।
Advertisment SDRF missing: ମତ୍ସ୍ୟଜୀବୀଙ୍କୁ ଉଦ୍ଧାର ବେଳେ ଓଲଟିଲା ୨ଏସ୍ଡିଆରଏଫ୍ ଡଙ୍ଗା
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।