Accident: ମର୍ମନ୍ତୁଦ ଦୁର୍ଘଟଣା: କୋଇଲା ବୋଝେଇ ଟ୍ରକ୍ ଧକ୍କାରେ ମାଆ-ଶିଶୁ ମୃତ

Sep 14, 2026 - 11:40
Accident: ମର୍ମନ୍ତୁଦ ଦୁର୍ଘଟଣା: କୋଇଲା ବୋଝେଇ ଟ୍ରକ୍ ଧକ୍କାରେ ମାଆ-ଶିଶୁ ମୃତ

"ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଖିଣ୍ଡାର ସିଟିଆର୍ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

ଏଥିରେ ଉଭୟ ଶିଶୁପୁତ୍ର ଓ ମାଆ ମୃତ୍ୟୁବରଣ କରିଥିବା ଜଣାଯାଇଛି।Advertisment ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ସୂଚନା ଅନୁଯାୟୀ,ସିଟିଆର୍ ଛକରେ ବାଇକକୁ ଧକ୍କା ଦେଇଥିଲା କୋଇଲା ବୋଝେଇ ଟ୍ରକ୍।

ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ଦେଖିବାକୁ ମିଳିଥିଲା।

ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ।

Land Fraud Case: କୋମନା ଜମି ଜାଲିଆତି ମାମଲା: ୩ ଜମି ଦଲାଲ ଗିରଫ, କୋର୍ଟ ଚାଲାଣ କଲା ପୁଲିସ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।