Accident: କାର୍ ଧକ୍କାରେ ବାଇକ ଆରୋହୀ ମୃତ
ଆନନ୍ଦପୁର: ୨୦ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା କନ୍ତୋ ନିକଟରେ କାର ଧକ୍କା ରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି l ମୃତକ ସ୍ଥାନୀୟ ଭାଲୁକୁମା ଗ୍ରାମର ଜଗୁ ପ୍ରଧାନ (୫୮)l ଆଜି ପୂର୍ବାହ୍ନ ସାଢେ ଦଶଟା ସମୟରେ ଜଗୁ ବାଇକ ରେ ଯାଉଥିବା ବେଳେ କେନ୍ଦୁଝର ଆଡକୁ ଯାଉଥିବା ଏକ କାର ତାଙ୍କୁ ଧକ୍କା ଦେଇଥିଲା l ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା l Advertisment ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା ଦୁର୍ଘଟଣା ପରେ ଚାପା ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଘସିପୁରା ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା।
Cyclone: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରାଣୀ ଉଦ୍ୟାନ, ରାଜ୍ୟ ଉଦ୍ଭିଦ ଉଦ୍ୟାନ ପ୍ରସ୍ତୁତ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।