Another Low Pressure: ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ; ଅର୍ଣ୍ଣବ ପ୍ରଭାବ କମି ନ ଥିଲା ବେଳେ କାଲି ପୁଣି ଲଘୁଚାପ
ବାତ୍ୟା ଅର୍ଣ୍ଣବ ଯାଇନି, ପୁଣି ଆସୁଛି ଲଘୁଚାପ।
ଆସନ୍ତାକାଲି ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ।
ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏବେ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଏକ ଘୂର୍ଣ୍ଣିବଳୟ।
Advertisment ସମୁଦ୍ର ପତ୍ତରୁ ଏହା ୫.୮ କିଲୋମିଟର ଯାଏଁ ବ୍ୟାପିଛି।
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।
ତେବେ ପରବର୍ତ୍ତୀ ସ୍ଥିତି ନେଇ ଏଯାଏଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ ହୋଇନି।
ଅର୍ଣ୍ଣବ ପ୍ରଭାବ କମି ନ ଥିଲା ବେଳେ କାଲି ପୁଣି ଲଘୁଚାପ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ ନେଇ ବଢ଼ିଲା ଆଶଙ୍କା ଏବେ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ ପରବର୍ତ୍ତୀ ସ୍ଥିତି ନେଇ ଆକଳନ କରିନି IMD Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।