Arrested: ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ସବଇନସ୍ପେକ୍ଟର ଗିରଫ

Aug 30, 2026 - 12:25
Arrested: ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ସବଇନସ୍ପେକ୍ଟର ଗିରଫ

"ଭଦ୍ରକ: ଭଦ୍ରକ ପୁଲିସକୁ ଗିରଫ କଲା ପୁଲିସ।

ସୂଚନା ଅନୁଯାୟୀ, ଭଦ୍ରକ ଟାଉନ ଥାନାରେ କାର୍ଯ୍ୟରତ ସବ ଇନସ୍ପେକ୍ଟର ଗଣନାଥ ସେଠୀ ଦୀର୍ଘ ଦିନ ଧରି ପତ୍ନୀଙ୍କୁ ଶାରୀରିକ ଓ ମାନସିକ ଅତ୍ୟାଚାର କରୁଥିଲେ।

ବାରମ୍ବାର ସମାଧାନ କରାଯିବାକୁ ଚେଷ୍ଟା ହୋଇଥିବା ବେଳେ ବାରମ୍ବାର ପତ୍ନୀଙ୍କୁ କରୁଥିଲେ ଅତ୍ୟାଚାର।

ଗଣନାଥଙ୍କ ପତ୍ନୀଙ୍କ ଅଭିଯୋଗ ଆଧାରରେ ଟାଉନ ଥାନା ପୁଲିସ ତାଙ୍କୁ ଗିରଫ କରିଥିବାର ସୂଚନା ରହିଛି।Advertisment ଗଣନାଥ ସେଠୀ ଟାଉନ ଥାନା ପୁଲିସ ଦ୍ୱାରା ଗିରଫ ସ୍ତ୍ରୀଙ୍କୁ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେବା ଅଭିଯୋଗରେ ଟାଉନ ଥାନା ସବ ଇନସ୍ପେକ୍ଟର ଗଣନାଥ ସେଠୀ ଟାଉନ ଥାନା ପୁଲିସ ଦ୍ୱାରା ଗିରଫ।

ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି।

Chief Minister: ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।