Bidyabharati’s Legal Troubles Deepen: ସୁପ୍ରିମକୋର୍ଟ ପରେ ହାଇକୋର୍ଟରୁ ଝଟକା, ବିଦ୍ୟାଭାରତୀଙ୍କ ପାଇଁ ବଢ଼ିଲା ଆଇନଗତ ଅଡ଼ୁଆ
ଯେକୌଣସି ସମୟରେ ଗିରଫ ହୋଇପାରନ୍ତି ବିଦ୍ୟାଭାରତୀ।
ବହୁଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀଙ୍କୁ ହାଇକୋର୍ଟଙ୍କ ଝଟକା।
ପତ୍ନୀ ବିଦ୍ୟାଭାରତୀଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନାକଲେ ହାଇକୋର୍ଟ।
କେସ ଡାଏରୀ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ଅଦାଲତ।
Advertisment ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
ଗତ ମାସରେ ସୁପ୍ରିମକୋର୍ଟରୁ ମଧ୍ୟ ନିରାଶ ହୋଇଥିଲେ ବିଦ୍ୟାଭାରତୀ ।
ହାଇକୋର୍ଟ ଅପରାଧିକ ମାମଲାକୁ ରଦ୍ଦ କରିବାକୁ ମନା କରିବା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ଓଡ଼ିଶା ହାଇକୋର୍ଟଙ୍କ ଆଦେଶ ବିରୋଧରେ ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍ ପିଟିସନ ଦାଖଲ କରିଥିଲେ।
ସର୍ବୋଚ୍ଚ ନ୍ୟାୟାଳୟ ତାହାକୁ ଖାରଜ କରିଦେଇଥିଲେ ।
ତତ୍କାଳୀନ ପାରଳାଖେମୁଣ୍ଡି DFO ସଂଗ୍ରାମ କେଶରୀ ବେହେରା ମଧ୍ୟ ପୂର୍ବରୁ କୋର୍ଟରେ ଆତ୍ମସମର୍ପଣ କରିଥିବାବେଳେ ତତ୍କାଳୀନ ରୋଷେୟା ମଧ୍ୟ ଗିରଫ ହୋଇସାରିଛନ୍ତି ।
ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା ପତ୍ନୀ ବିଦ୍ୟାଭାରତୀଙ୍କୁ ହାଇକୋର୍ଟରୁ ଝଟକା ଅନ୍ତରୀଣ ସୁରକ୍ଷା ଦେବାକୁ ମନା କଲେ ହାଇକୋର୍ଟ କେସ୍ ଡାଏରୀ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ପୂର୍ବରୁ ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ଝଟକା ମିଳିଥିଲା ଆତ୍ମସମର୍ପଣ କରିସାରିଛନ୍ତି ତତ୍କାଳୀନ DFO ସଂଗ୍ରାମ କେଶରୀ ଗତମାସରେ ତତ୍କାଳୀନ ରୋଷେୟା ବି ହୋଇଥିଲେ ଗିରଫ Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।