Binayatosh Mishra Gets Interim DGP Charge: ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ
କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଆସନ୍ତା ୧୬ ତାରିଖରେ ବର୍ତ୍ତମାନର ଡିଜିପି ୱାଇ. ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଥିବା ବେଳେ ଏହାପରେ ବିନୟତୋଷ ମିଶ୍ର ଡିଜିପି ଦାୟିତ୍ୱ ତୁଲାଇବେ।
ସେ ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ଯ୍ୟରତ ଅଛନ୍ତି। ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବିନୟତୋଷ ମିଶ୍ରଙ୍କୁ ଡିଜିପି ପଦର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
#ବିନୟତୋଷ_ମିଶ୍ରଙ୍କୁ_ଡିଜିପି_ଦାୟିତ୍ବ
— ଓଟିଭି (@otvkhabar) August 14, 2026
-ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ବ
-କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଡିଜିପିର ଅତିରିକ୍ତ ଦାୟିତ୍ବ
-ଏନେଇ ପ୍ରସ୍ତାବକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
-୧୯୯୩ ବ୍ୟାଚ୍ IPS ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ବ#VinaytoshMishra#OdishaPolice#DGP#CrimeBranch… pic.twitter.com/jfph2L49ja
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।