CM’s Public Grievance ଅଗଷ୍ଟ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
"ଭୁବନେଶ୍ୱର: ଆସନ୍ତା ସୋମବାର, ଅଗଷ୍ଟ ୧୦ରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” ବନ୍ଦ ରହିବ ।Advertisment CM Grivence: ଅଗଷ୍ଟ ପହିଲାରେ ହେବାକୁ ଥିବା ଜନଅଭିଯୋଗ ଶୁଣାଣି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଏହି ଶୁଣାଣି ବନ୍ଦରହିବ ।
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ।
ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।