College Student: କଲେଜ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Sep 09, 2026 - 14:47
College Student: କଲେଜ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

"କଟକ: ଗତକାଲି ରାତିରେ କଲେଜ ପରିସରରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିବା ସୂଚନା ରହିଛି ।

ଘଟଣା ପରେ ଚିନ୍ମୟଙ୍କ ପରିବାରକୁ ଖବର ଦିଆଯାଇଥିଲା ।

ପରେ ପରିବାର ପକ୍ଷରୁ ଫେଜ୍‌-୨ ଥାନାରେ ଲିଖିତ ଅଭିଯୋଗ କରାଯାଇଛି ।

ତେବେ ଘଟଣାକୁ ନେଇ ଚିନ୍ମୟଙ୍କ ପରିବାର ଗୁରୁତର ଅଭିଯୋଗ ଆଣିଛନ୍ତି।

ତାଙ୍କ ପୁଅଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ତେବେ ଏହା ହତ୍ୟା ନା ଅନ୍ୟ କୌଣସି କାରଣରୁ ଛାତ୍ରଙ୍କ ମୃତ୍ୟୁ ହୋଇଛି, ସେନେଇ ତଦନ୍ତ ପରେ ହିଁ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ ।

ଘଟଣାକୁ ନେଇ ପୁଲିସତଦନ୍ତ ଆରମ୍ଭ କରିଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଏବେ ତଦନ୍ତର ବିଷୟ ।

ଚିନ୍ମୟଙ୍କ ଅକାଳ ମୃତ୍ୟୁରେ ପରିବାର ଓ ପରିଚିତଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।Advertisment ହତ୍ୟା ଅଭିଯୋଗ କରିଛନ୍ତି ପରିବାର ଲୋକେ ଗତକାଲି ରାତିରେ କଲେଜ ପରିସରରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିବା ସୂଚନା ରହିଛି ।

ଘଟଣା ପରେ ଚିନ୍ମୟଙ୍କ ପରିବାରକୁ ଖବର ଦିଆଯାଇଥିଲା ।

ପରେ ପରିବାର ପକ୍ଷରୁ ଫେଜ୍‌-୨ ଥାନାରେ ଲିଖିତ ଅଭିଯୋଗ କରାଯାଇଛି ।

ତେବେ ଘଟଣାକୁ ନେଇ ଚିନ୍ମୟଙ୍କ ପରିବାର ଗୁରୁତର ଅଭିଯୋଗ ଆଣିଛନ୍ତି।

ତାଙ୍କ ପୁଅଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ତେବେ ଏହା ହତ୍ୟା ନା ଅନ୍ୟ କୌଣସି କାରଣରୁ ଛାତ୍ରଙ୍କ ମୃତ୍ୟୁ ହୋଇଛି, ସେନେଇ ତଦନ୍ତ ପରେ ହିଁ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ ।

ଘଟଣାକୁ ନେଇ ପୁଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଏବେ ତଦନ୍ତର ବିଷୟ ।

ଚିନ୍ମୟଙ୍କ ଅକାଳ ମୃତ୍ୟୁରେ ପରିବାର ଓ ପରିଚିତଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

ସ୍କବ୍ ଟାଇଫସ୍ ଆତଙ୍କ: ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି, ଗାଁକୁ ଗାଁ ବ୍ୟାପୁଛି ରୋଗ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।