College Student: କଲେଜ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
"କଟକ: ଗତକାଲି ରାତିରେ କଲେଜ ପରିସରରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିବା ସୂଚନା ରହିଛି ।
ଘଟଣା ପରେ ଚିନ୍ମୟଙ୍କ ପରିବାରକୁ ଖବର ଦିଆଯାଇଥିଲା ।
ପରେ ପରିବାର ପକ୍ଷରୁ ଫେଜ୍-୨ ଥାନାରେ ଲିଖିତ ଅଭିଯୋଗ କରାଯାଇଛି ।
ତେବେ ଘଟଣାକୁ ନେଇ ଚିନ୍ମୟଙ୍କ ପରିବାର ଗୁରୁତର ଅଭିଯୋଗ ଆଣିଛନ୍ତି।
ତାଙ୍କ ପୁଅଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।
ତେବେ ଏହା ହତ୍ୟା ନା ଅନ୍ୟ କୌଣସି କାରଣରୁ ଛାତ୍ରଙ୍କ ମୃତ୍ୟୁ ହୋଇଛି, ସେନେଇ ତଦନ୍ତ ପରେ ହିଁ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ ।
ଘଟଣାକୁ ନେଇ ପୁଲିସତଦନ୍ତ ଆରମ୍ଭ କରିଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଏବେ ତଦନ୍ତର ବିଷୟ ।
ଚିନ୍ମୟଙ୍କ ଅକାଳ ମୃତ୍ୟୁରେ ପରିବାର ଓ ପରିଚିତଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।Advertisment ହତ୍ୟା ଅଭିଯୋଗ କରିଛନ୍ତି ପରିବାର ଲୋକେ ଗତକାଲି ରାତିରେ କଲେଜ ପରିସରରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିବା ସୂଚନା ରହିଛି ।
ଘଟଣା ପରେ ଚିନ୍ମୟଙ୍କ ପରିବାରକୁ ଖବର ଦିଆଯାଇଥିଲା ।
ପରେ ପରିବାର ପକ୍ଷରୁ ଫେଜ୍-୨ ଥାନାରେ ଲିଖିତ ଅଭିଯୋଗ କରାଯାଇଛି ।
ତେବେ ଘଟଣାକୁ ନେଇ ଚିନ୍ମୟଙ୍କ ପରିବାର ଗୁରୁତର ଅଭିଯୋଗ ଆଣିଛନ୍ତି।
ତାଙ୍କ ପୁଅଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।
ତେବେ ଏହା ହତ୍ୟା ନା ଅନ୍ୟ କୌଣସି କାରଣରୁ ଛାତ୍ରଙ୍କ ମୃତ୍ୟୁ ହୋଇଛି, ସେନେଇ ତଦନ୍ତ ପରେ ହିଁ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ ।
ଘଟଣାକୁ ନେଇ ପୁଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଏବେ ତଦନ୍ତର ବିଷୟ ।
ଚିନ୍ମୟଙ୍କ ଅକାଳ ମୃତ୍ୟୁରେ ପରିବାର ଓ ପରିଚିତଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।
ସ୍କବ୍ ଟାଇଫସ୍ ଆତଙ୍କ: ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି, ଗାଁକୁ ଗାଁ ବ୍ୟାପୁଛି ରୋଗ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।