Cyclone ‘Arnab’: CM Mohan Majhi Reviews Situation, Stresses Zero Casualties
#ବାତ୍ୟା_ପରେ_ମୁଖ୍ୟମନ୍ତ୍ରୀଙ୍କ_ବଡ଼_ବୟାନ
ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଆଲର୍ଟରେ ରାଜ୍ୟ ସରକାର। SRCଙ୍କ କାର୍ଯ୍ୟାଳୟରେ ବାତ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଥିଲେ । ଏହା ସହ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ୍ କମିଶନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବୈଠକରେ ସାମିଲ ହୋଇ ସ୍ଥିତି ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ।
The Odisha government is on high alert over Cyclone ‘Arnab’. Chief Minister Mohan Charan Majhi reviewed the cyclone situation at the Special Relief Commissioner’s (SRC) office.
#CycloneArnab#OdishaNews#MohanCharanMajhi#OdishaCM#CycloneAlert#SouthOdisha#SRCOffice#SureshPujari#DisasterManagement#ZeroCasualtyMission#otv
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।