Cyclone Murasu Alert: ୪ ତାରିଖ ଯାଏଁ ଏହି ଜିଲ୍ଲାରେ ସ୍କୁଲ, କଲେଜ ଛୁଟି

Nov 01, 2026 - 19:47
Cyclone Murasu Alert: ୪ ତାରିଖ ଯାଏଁ ଏହି ଜିଲ୍ଲାରେ ସ୍କୁଲ, କଲେଜ ଛୁଟି

ବାତ୍ୟା 'ମୁରାସୁ'କୁ ନେଇ ମାଲକାନଗିରି ଜିଲ୍ଲାରେ ସତର୍କତାମୂଳକ ପଦକ୍ଷେପ।

ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲ୍ଲାର ସମସ୍ତ ସ୍କୁଲ ଓ କଲେଜକୁ ୪ ତାରିଖ ଯାଏଁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।

Advertisment ଏନେଇ ଘୋଷଣା ଅନୁସାରେ, ଆସନ୍ତାକାଲିଠାରୁ ୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ବନ୍ଦ ରହିବ।

ବାତ୍ୟା ଯୋଗୁଁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଅନ୍ୟାନ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।