Daily Horoscope 6th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ ଅଶ୍ୱନୀ – ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ ।
ବ୍ୟାବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।
ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଲାଗି ରହିପାରେ ।
ଦ୍ୱିଜା – ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ ।
ସେବା ସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।
ଆର୍ଥିକ ସଂକଟ ରହିଥିଲେ ମଧ୍ୟ ସରକାରୀ ସ୍ତରରୁ ସାହାଯ୍ୟ ନିଶ୍ଚିତ ପାଇବେ ।
କୃତିକା – ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ ।
ସାମାଜିକ ସଂସାର କାମରେ ସହଯୋଗ କରିବେ ।
ଛୋଟ ଛୋଟ କଥାକୁ କେନ୍ଦ୍ର କରି ବିବାଦଗ୍ରସ୍ତ ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ Advertisment ବୃଷ- କୃତିକା- କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ ।
ଶାରିରୀକ କ୍ଲେଶ ଦୂର ହୋଇଯିବ ।
ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ ।
ଦୈନଦିନ ଜୀବନଟି ମୋଟାମୋଟି ଭାବେ ବିତାଇବେ ।
ରୋହିଣୀ- ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ ।
ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ ।
ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ ।
କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।
ଦୀର୍ଘଦିନର ଆଶା ପୂରଣ ହୋଇପାରେ ।
ମୃଗଶିରା- ହଠାତ କୈାଣସି ଖୁସି ଖବର ପାଇବେ ।
ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ ।
ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇପାରେ ।
ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ମିଥୁନ ମୃଗଶିରା - ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।
ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ ।
ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ ।
ଆଦ୍ରା - କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ।
ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ ।
କର୍ମ କ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ ପ୍ରତ୍ୟେକ କାମରେ ସଫଳତା ପାଇବେ ।
ପୁନର୍ବସୁ - ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ ।
ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ ।
ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ Advertisment କର୍କଟ- ପୁନର୍ବସୁ- ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ ।
ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ ।
ହଜମ ଜନୀତ ସମସ୍ୟା ଦେଖା ଦେଇପାରେ ।
ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ ଆୟ ବଜାୟ ରହିବ ।
ପୁଷ୍ୟା- ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ ।
ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।
ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବେ ।
ଅଶ୍ଳେଷା- ଧୈର୍ୟ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ ।
କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ ।
ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।
ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ ସିଂହ ମଘା – ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ ।
କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ ।
ପାରିବାରିକ ସ୍ତରରୁ ବିଭ୍ରାନ୍ତିକର ଖବର ପାଇ ମାନସିକ ଅସ୍ଥିରତା ସୃଷ୍ଟି ଆଶଙ୍କା ରହିଛି ।
ପୂ , ଫାଲଗୁନୀ - ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ ।
ନୂଆ ବ୍ୟବସାୟରେ ପୁଞି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ ।
ଉପରିସ୍ଥ କର୍ମଚାରୀଙ୍କ ସହ ଆଲୋଚନାଦି ମନ୍ଦ ହେବନାହିଁ ।
ଉ ,ଫାଲଗୁନୀ – ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।
ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ ।
ସମ୍ପର୍କୀୟଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଅଂଶଗ୍ରହଣ କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ କନ୍ୟା- ଉ- ଫାଲ୍ଗୁନୀ- ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।
ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ ।
ଘର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।
ହସ୍ତା- କାର୍ଯ୍ୟ କ୍ଷେତ୍ରରେ ନୂଆ ସମ୍ଭାବନା ତଲ୍ଲାସ କରି ପାରନ୍ତି ।
ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ ।
ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ ।
ଚିତ୍ରା- ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହୀ ହେବେ ।
ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।
ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ତୁଳା - ଚିତ୍ରା – କୈାଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ ।
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ।
କାମ ହାସଲ ଲକ୍ଷ୍ୟ ନେଇ ଅନ୍ୟମାନଙ୍କୁ ମନେଇ ନେବେ ।
ସ୍ୱାତୀ – ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ ।
ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ ।
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ବିଶାଖା – ପୈତୃକ ସମ୍ପତିର ସମସ୍ୟା ସମାଧାନ ହେବ ।
ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ବିଛା- ବିଶାଖା- ଅଧିକ ସମୟ ସମାଲୋଚନାରେ କଟିପାରେ, ଜିଦ୍ ଗୁଣ ପାଇଁ ଅଶାନ୍ତି ବଢିପାରେ ।
ପ୍ରିୟବ୍ୟକ୍ତଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ ।
ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ ।
କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ ।
ଅନୁରାଧା- ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।
କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ ।
ବୈବାହିକ ଜୀବନରେ ମଧୁରତା ଆସିବ ।
ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ ।
ଜ୍ୟୋଷ୍ଠା- ଯୁକ୍ତିଯୁକ୍ତ କଥା କହି ପରିସି୍ଥତିକୁ ସୁଧାରି ନେବେ ।
ପ୍ରତିଯୋଗୀତା ମୂଳକ ପରୀକ୍ଷାରେ ସଫଳତା ପାଇବେ ।
ଇର୍ଷାପରାୟଣ,ଖଳବ୍ୟକ୍ତି ମାନେ ଶତୃତା କରିଲେ ମଧ୍ୟ କ୍ଷତି ଘଟାଇ ପାରିବେ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ଧନୁ ମୂଳା – ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ।
ଠିକ୍ କଥା କହିଲେ ମଧ୍ୟ ତାହା ବନ୍ଧୁମାନଙ୍କୁ ଖୁସି କରାଇବା ବଦଳରେ ଓଲଟା ପ୍ରତିକ୍ରିୟା ସୃଷ୍ଟି କରିବ।
ପୂ , ଷାଢା – ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ ।
କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।ଯେତିକି ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ ଜନିତ ମନସ୍ତାପ କରିପାରନ୍ତି।
ଉ , ଷାଢା – ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ ।
ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ ।
ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ହନୁମାନଙ୍କ ପାଖରେ ଭୋଗ ଲଗାନ୍ତୁ ମକର ଉ, ଷାଢା- ଚାକିରୀରେ ପାଇଁ ନୂଆ ଖବର ଆସିପାରେ ।
ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ ।
ପ୍ରେମ ଜୀବନ ମଧୁରମୟ ରହିବ କୈଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ ।
ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢିବ ।
ଶ୍ରବଣା- ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ ।
ବନ୍ଧୁ କଲ୍ୟାଣ ସିଦ୍ଧି ହେବ ।
ବ୍ୟପାର ବୃତ୍ତିରେ ପ୍ରଗତି ହେବ ।
ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ ।
ସୁନ୍ଦର କଳ୍ପନାରେ ବିଭୋର ରହିବେ ।
ଧନିଷ୍ଠା- କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ ।
ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ ।
ପୂର୍ବ ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ କୁମ୍ଭ ଧନିଷ୍ଠା – ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।
ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ ।
ଯାହା ଚିନ୍ତା କରୁଥିବେ ତାହାର ଓଲଟା କାମ ମନକୁ ଭାରାକ୍ରାନ୍ତ କରିପାରେ।
ଶତଭିଷା – ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ ।
ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରି ପାରିବେ ।
ମନ ମୋହିଲା ଭଳି କଥା ଓ ସୁନ୍ଦର ବ୍ୟବହାର ପ୍ରଦର୍ଶନ କରି ସମସ୍ତଙ୍କର ପ୍ରିୟପାତ୍ର ହେବେ।
ପୂ , ଭାଦ୍ରପଦ – ମାଲିମକଦ୍ଦମାରେ ସଫଳତା ପ୍ରାପ୍ତି ହେବ ।
ମହିଳା ମାନେ ପିଲାଙ୍କ ଶିକ୍ଷାକୁ ନେଇ ଚିନ୍ତିତ ରହିବେ ।
ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ ମୀନ ପୂ, ଭାଦ୍ରପଦ- ନିସ୍ପଳତା ଓ ନିରାଶ ଭାବ ଦେଖାଦେବ ।
ବ୍ୟବସାୟରେ ସୈଜନ୍ୟ ହାନି ଘଟିବ ।
ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଉ, ଭାଦ୍ରପଦ- ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସି ରହିବେ ।
ଅନ୍ୟର ସାହାର୍ୟ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ ।
ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।
ରେବତୀ- ସମ୍ପର୍କୀୟ ଜଣେ ବନ୍ଧୁଙ୍କ ପ୍ରତିଶୃତି ଯାହାକି ଆପଣଙ୍କ କାମରେ ଆସିବ ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ ।
କୌଣସି କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ ।
ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।