Dead body: ସାଳନ୍ଦୀ ନଦୀରୁ ଅଜଣା ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

Oct 10, 2026 - 16:06
Dead body: ସାଳନ୍ଦୀ ନଦୀରୁ ଅଜଣା ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

"ଭଦ୍ରକ (ହରିହର ନାୟକ): ଭଦ୍ରକର ସାଳନ୍ଦୀ ନଦୀର ଦୈଶିଂ ନିକଟରେ ଆଜି ଜଣେ ଅଜଣା ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର କରାଯାଇଛି।

ମୃତଦେହ ନଦୀରେ ଭାସୁଥିବା ବେଳେ ସ୍ଥାନୀୟ ଲୋକ ଦେଖିଥିଲେ।

ପରେ ଲୋକମାନେ ଭଦ୍ରକ ଗ୍ରାମାଞ୍ଚଳ ପୁଲିସକୁ ଖବର ଦେଇଥିଲେ।

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଚିହ୍ନା ମୃତଦେହ ଉଦ୍ଧାର କରିଛି।

ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛି।Advertisment "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।