Dead: ପାଣିରେ ବୁଡ଼ି ଦିବ୍ୟାଙ୍ଗ ଛାତ୍ରଙ୍କ ମୃତ୍ୟୁ

Aug 08, 2026 - 22:45
Dead: ପାଣିରେ ବୁଡ଼ି ଦିବ୍ୟାଙ୍ଗ ଛାତ୍ରଙ୍କ ମୃତ୍ୟୁ

"ସୋନପୁର: ସୋନପୁର ସହରେ ଥିବା ଜିଲ୍ଲା ଭିନ୍ନକ୍ଷମ ସ୍କୁଲର ଜଣେ ଛାତ୍ର ପାଣିରେ ବୁଡ଼ି ମୃତ୍ୟୁ ହୋଇଥିବା ଜଣାଯାଇଛି।

ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା।

ଡାକ୍ତର ମୃତ ଘୋଷଣା କରିଛନ୍ତି।

ରବିବାର ଶବ ବ୍ୟବଚ୍ଛେଦ କରାଯିବ ବୋଲି ଜଣାଯାଇଛି।

ଶବକୁ ଡାକ୍ତରଖାନାର ଶବାଗାରରେ ସଂରକ୍ଷିତ ରଖା ଯାଇଛି।Advertisment "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।