Death: କେନାଲରେ ବୁଡ଼ି ଯୁବକଙ୍କ ମୃତ୍ୟୁ: ଖୋକସା ଗ୍ରାମରେ ଶୋକାକୁଳ ପରିବେଶ
"କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ସାରୁଆଳି ପଂଚାୟତର ଖୋକସା ଗ୍ରାମର ଅରୁଣ ସାମଲ ଗତକାଲି ସନ୍ଧ୍ୟା ସମୟରେ ଗାଁ ନିକଟସ୍ଥ କେନାଲ ନିକଟକୁ ଶୌଚହେବା ପାଇଁ ଯାଇଥିବା ବେଳେ କେନାଲରେ ବୁଡ଼ି ଯାଇଥିଲେ।
ପରିବାର ଲୋକେ ବହୁ ଖୋଜାଖୋଜି ପରେ କେନାଲ ପାଣିରେ ଭାସୁଥିବା ବେଳେ ତାଙ୍କୁ ତୁରନ୍ତ ୧୦୮ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ।Advertisment ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହେଇଛି।
Theft: କାମାକ୍ଷାନଗରରେ ବଡ଼ଧରଣର ଲୁଟ୍: ଘର କବାଟ ଭାଙ୍ଗି ୮୫ ହଜାର ନଗଦ ସହ ୭୪ ଗ୍ରାମ ସୁନା ଲୁଟ୍ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।