Death: ଟ୍ରକ୍-ବାଇକ୍ ମୁହାଁମୁହିଁ ଧକ୍କା: ବାଇକ୍ ଚାଳକ ମୃତ
"ସୋର: ଟ୍ରକ୍-ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।
ସୂଚନା ଅନୁସାରେ ଉଦଳା ଥାନା କଟିଆ ଗ୍ରାମର ରାମଜିତ ମୁର୍ମୁ ଔପଦା ଥାନା ବଡ଼ପୋଖରୀ ଅଂଚଳରେ ଜଣେ ବ୍ୟକ୍ତି ଘରେ ରହି କାମ କରୁଥିଲେ।Advertisment ଟ୍ରକ୍ ଓ ବାଇକ୍ ଜବତ ଗତକାଲି ରାତିରେ ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ ଶନି ମନ୍ଦିର ନିକଟରେ ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା।
ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡ଼ାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଖବର ପାଇ ଔପଦା ପୁଲିସ ଘଟଣା ସ୍ଥଳରୁ ଟ୍ରକ୍ ଓ ବାଇକ୍ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
Accident: ହୋଟେଲ ଭିତରେ ପଶିଗଲା କାର୍, ବାଇକ ଆରୋହୀଙ୍କ ସମେତ ଦୁଇ ଆହତ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।