Development Demands: ୧୫ ଦଫା ଦାବିରେ କଣ୍ଟାବାଞ୍ଜି ୧୨ ଘଣ୍ଟିଆ ବନ୍ଦ, ସାମଗ୍ରିକ ବିକାଶ ପାଇଁ ଜୋରଦାର ଆନ୍ଦୋଳନ
"କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ୧୨ ଘଂଟିଆ ବନ୍ଦ ପାଳନ।
ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ।
କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କୃଷୀ ମହାବିଦ୍ୟାଳୟ, ଇଞ୍ଜିନିୟରିଂ କଲେଜ, ଶିଳ୍ପ ଅନୁଷ୍ଠାନ, କଣ୍ଟାବାଞ୍ଜି ର ସାମଗ୍ରିକ ବିକାଶ ଭଳି ୧୫ ଦଫା ଦାବି ନେଇ ଆନ୍ଦୋଳନ କରାଯାଉଛି।Advertisment ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ ଦିଆଯାଇଛି ଆନ୍ଦୋଳନକାରୀମାନେ ଇନ୍ଦିରା ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।
ବନ୍ଦ ପାଳନ ଯୋଗୁଁ ଗାଡ଼ି ମୋଟର ବନ୍ଦ ଥିବା ବେଳେ ଦୋକାନ ବଜାର ବନ୍ଦ ରହୁଛି।
ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ ଦିଆଯାଇଛି।
ଦଳମତ ନିର୍ବିଶେଷରେ ଏହି ଆନ୍ଦୋଳନକୁ ସମସ୍ତେ ସମର୍ଥନ କରୁଥିବା ଆନ୍ଦୋଳନକାରୀମାନେ କହିଛନ୍ତି।
ଏଥିରେ କଣ୍ଟାବାଞ୍ଜି ସହରର ବିଭିନ୍ନ ଅନୁଷ୍ଠାନ ଓ ସଂଘ ସାମିଲ ରହିଛନ୍ତି ।
2 Drivers Death: ଦୁଇ ଟ୍ରେଲର ମଧ୍ୟରେ ଧକ୍କା ପରେ ଲାଗିଗଲା ନିଆଁ, ଟ୍ରକ ସହ ଜଳିଗଲେ ୨ ଚାଳକ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।