Elephant Attacks: ଦନ୍ତା ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

Oct 20, 2026 - 10:03
Elephant Attacks: ଦନ୍ତା ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

"ଚମ୍ପୁଆ (ପରମାନନ୍ଦ ମହାନ୍ତ): କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନରେ ଏକ ଦନ୍ତା ହାତୀଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି।

ମୃତକ ହେଲେ ଧୋବାକୋଚଡ଼ା ଗ୍ରାମର ନାରାୟଣ ନାଏକ।Advertisment ଗୁରୁତର ଆହତ ହୋଇଥିଲେ  ରାତିରେ ନାରାୟଣ ଧୋବାକୋଚଡ଼ା ଘରକୁ ଫେରୁଥିଲେ।

ଏହି ସମୟରେ ହଠାତ୍ ସେ ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ିଯାଇଥିଲେ।

ହାତୀଟି ତାକୁ ଆକ୍ରମଣ କରିଥିଲା, ଫଳରେ ସେ ଗୁରୁତର ଆହତ ହୋଇଥିଲେ।

ଖବର ପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ତାଙ୍କୁ ଚମ୍ପୁଆ ମେଡିକାଲକୁ ନେଇଥିଲେ, ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। chief minister mohan charan majhi: "ବିଜୟା ଦଶମୀ" ତଥା "ଦଶହରା" ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।