Fever Strikes Orangutan: ଜ୍ୱରରେ ପଡ଼ିଲା ଓରାଙ୍ଗଉଟାନ, ଆଲର୍ଟରେ ଡାକ୍ତରୀ ଟିମ୍
ବଣମଣିଷ ଛୁଆକୁ ଜ୍ବର। ପୁଣି ଜ୍ୱରରେ ପଡ଼ିଲା ଗୋଟିଏ ଓରାଙ୍ଗଉଟାନ ଛୁଆ। ନନ୍ଦନକାନନରେ ଗୋଟିଏ ଓରାଙ୍ଗଉଟାନକୁ ଜ୍ୱର ହୋଇଛି। ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣଙ୍କୁ ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍ । ଅସୁସ୍ଥ ଓରାଙ୍ଗଉଟାନର ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛି ଡାକ୍ତରୀ ଟିମ୍।
ସେପଟେ ସଂଗରୋଧ ଘରକୁ ମଶା ନ ପଶିବା ଲାଗି ତାର ଜାଲି ମଧ୍ୟ ବୁଲାଇ ଦିଆଯାଇଛି। ଗତ ୮ ତାରିଖରେ ବାଲେଶ୍ବର ଭୋଗରାଇ ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନ ଏବେ ନନ୍ଦନକାନରେ ରହିଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ୨୪ ଘଣ୍ଟିଆ ନିଘା ରଖାଯାଇଛି।...
ଜ୍ୱରରେ ପଡ଼ିଲା ଓରାଙ୍ଗଉଟାନ
ନନ୍ଦନକାନନରେ ଜଣେ ଓରାଙ୍ଗଉଟାନକୁ ଜ୍ୱର
ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣଙ୍କୁ ଜ୍ୱର
ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
ଅସୁସ୍ଥ ଓରାଙ୍ଗଉଟାନର ସ୍ୱାସ୍ଥ୍ୟ ଉପରେ ରହିଛି ନଜର
ନନ୍ଦନକାନନରେ ଚାଲିଛି ସ୍ୱତନ୍ତ୍ର ଚିକିତ୍ସା ଓ ଯତ୍ନ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।