Fire: କଟକ ସିଡିଏ ସେକ୍ଟର-୧୦ରେ ଗ୍ୟାସ୍ ଲିକ୍ରୁ ଅଗ୍ନିକାଣ୍ଡ, ୪ଟି ସ୍ଥାନରେ ପିଏନ୍ଜି ପାଇପ୍ରୁ ଲିକ୍
"କଟକ ସିଡିଏ ସେକ୍ଟର-୧୦ରେ ଗ୍ୟାସ୍ ଲିକ୍ ହୋଇ ଅଗ୍ନିକାଣ୍ଡ ।
ପିଏନ୍ଜି ପାଇପ୍ରୁ ଗ୍ୟାସ୍ଲିକ୍ ହେବା ପରେ ଲାଗିଥିଲା ନିଆଁ ।
ଗୋଟିଏ କି ଦୁଇଟି ନୁହେଁ, ବରଂ ୪ଟି ସ୍ଥାନରେ ପିଏନ୍ଜି ପାଇପ୍ ମାଧ୍ୟମରେ ଗ୍ୟାସ୍ ଲିକ୍ ହୋଇଥିବା ସୂଚନା ମିଳିଛି ।
ଘଟଣା ସମ୍ପର୍କରେ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ ବିଡାନାସୀ ଅଗ୍ନିଶମ କେନ୍ଦ୍ରର କର୍ମଚାରୀ ।
Advertisment କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ଅଗ୍ନିଶମ କର୍ମଚାରୀମାନେ ତ୍ୱରିତ ପଦକ୍ଷେପ ନେଇ ନିଆଁକୁ ଆୟତ୍ତ କରିଥିଲେ।
ତେବେ ଏହି ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ହୋଇନଥିବା ପ୍ରାଥମିକ ସୂଚନା ମିଳିଛି ।
ପିଏନ୍ଜି ପାଇପ୍ରୁ ଏକାଧିକ ସ୍ଥାନରେ ଗ୍ୟାସ୍ ଲିକ୍ ହେବା ଘଟଣାକୁ ନେଇ ଏବେ ସତର୍କତା ଜରୁରୀ।
ତେବେ ଗ୍ୟାସ୍ ଲିକ୍ର ପ୍ରକୃତ କାରଣ କ"ଣ, ସେନେଇ ବିସ୍ତୃତ ତଥ୍ୟ ମିଳିନାହିଁ ।
Married Couple Died: ଖଡ଼ିଆଳରେ ଚାଞ୍ଚଲ୍ୟ: ଗୋଟିଏ କୋଠରୀରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର, ପୁଲିସର ତଦନ୍ତ ଜାରି"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।