Fire: ରାଜଧାନୀରେ ଜଳିଗଲା କାର୍, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ

Sep 08, 2026 - 09:50
Fire: ରାଜଧାନୀରେ ଜଳିଗଲା କାର୍, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ

"କାରରେ ଲାଗିଲା ନିଆଁ।

କିଛି ସେକେଣ୍ଡରେ ପୋଡି ପାଉଁଶ।

ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଜୟଦୁର୍ଗା ନଗରରେ ଗତ ରାତିରେ ଏକ କାର୍‌ରେ ଅଗ୍ନିକାଣ୍ଡ ଘଟିଛି।

ଗାଡ଼ିରେ ନିଆଁ ଲାଗିଥିବା ନେଇ ଅଗ୍ନିଶମ ବିଭାଗକୁ ସୂଚନା ମିଳିବା ପରେ ଭୁବନେଶ୍ୱର ଫାୟାର ଷ୍ଟେସନ୍‌ର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା।Advertisment ଅଗ୍ନିଶମ କର୍ମଚାରୀମାନେ ତୁରନ୍ତ ନିଆଁକୁ ଲିଭାଇଥିଲେ ଅଗ୍ନିଶମ କର୍ମଚାରୀମାନେ ତୁରନ୍ତ ନିଆଁକୁ ଆୟତ୍ତ କରି ଲିଭାଇ ଦେଇଥିଲେ।

ତେବେଅଗ୍ନିକାଣ୍ଡରେ କାରଟି ସମ୍ପୂର୍ଣ୍ଣ ଜଳିଯାଇଛି।

ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ତଦନ୍ତ ଜାରି ରହିଛି।

Bipasha Basu: ଦୀର୍ଘ ବର୍ଷ ପରେ ପରଦାକୁ ଫେରୁଛନ୍ତି ବିପାଶା ବସୁ, "ବାରାବାଙ୍କି"ର ଆରମ୍ଭ କଲେ ସୁଟିଂ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।