Heavy Rain to Lash Odisha Again, 17 Districts Under Yellow Alert Today
#ଆଜି_ଏସବୁ_ଜିଲ୍ଲାରେ_ପ୍ରବଳ_ବର୍ଷା
ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି-କାଲି ଘଡ଼ଘଡ଼ି ବିଜୁଳି ସହିତ ଛେଚିବ, ୯ ତାରିଖରୁ ଆରମ୍ଭ ହୋଇଯିବ ଅତିପ୍ରବଳ ବର୍ଷା । ପୁଣିଥରେ ବେହାଲ ହେବ ଓତ୍ତର ଓ ଉପକୂଳ । ଏଭଳି ଆକଳନ କରିଛି ପାଣିପାଗ କେନ୍ଦ୍ର। ଆଜି ୧୭ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଉତ୍ତର, ଉପକୂଳ ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଚେତାବନୀ ଦିଆଯାଇଛି ।
#OdishaWeather#OdishaRain#HeavyRain#VeryHeavyRain#OdishaWeatherAlert#RainAlert#YellowAlert#IMD#WeatherUpdate#OdishaNews#otv
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।