03 OCTOBER 2026

Welcome!

Unlock your personalized experience.
Sign Up

Horoscope 2026 October 03: ଜାଣନ୍ତୁ ଆଜିର ରାଶିଫଳ

Oct 03, 2026 - 00:18
Horoscope 2026 October 03: ଜାଣନ୍ତୁ ଆଜିର ରାଶିଫଳ

ମେଷ: ଏକାଗ୍ରତାରେ କରୁଥିବା କାମର ସଫଳ ହେବେ। କ୍ଷୁଦ୍ର ଉଦ୍ୟୋଗୀ ଯଥେଷ୍ଟ ଲାଭ ପାଇବେ। କିଛି ଲୋକ ବନ୍ଧୁତା ଲାଗି ହାତ ବଢ଼ାଇବେ। ମହିଳାମାନଙ୍କ ଲାଗି ଦିନଟି ଅରାମଦାୟକ ରହିବ। 

ବୃଷ: ଦିନଟି ବ୍ୟସ୍ତତାରେ କଟିବ। ଟଙ୍କା ପଇସା ମାମଲାରେ କାହାରି ଉପରେ ଅଧିକ ଭରସା କରନ୍ତୁ ନାହିଁ। ସରାକାରୀ ଚାକିରିଆଙ୍କୁ ନୂଆ ଦାୟିତ୍ବ ମିଳିବ। ବୈବାହିକ ଜୀବନ ସୁଖମୟ ହେବ। 

Taurus

ମିଥୁନ: ପୂର୍ବ ସମସ୍ୟାର ସମାଧାନ ବାହାରିବ। ନିଜର କାର୍ଯ୍ୟ ନୂଆ ଢ଼ଙ୍ଗରେ କରିବାକୁ ଚେଷ୍ଟା କରିବେ। ନବ ବିବାହିତଙ୍କ ଲାଗି ଦିନଟି ଭଲ। ଛାତ୍ରଛାତ୍ରୀ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ। ‌ 
Gemini

କର୍କଟ: ଅଜଣା ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ପାଇବେ। ଆର୍ଥିକ ସ୍ଥିତି ମଜଭୁତ କରିବା ଲାଗି ଅଧିକ ପରିଶ୍ରମ କରିବେ। ବନ୍ଧୁ ସହ ନୂଆ ବେପାର ଆରମ୍ଭ କରି ପାରନ୍ତି। ପ୍ରେମ ଜୀବନ ମଧୁର ହେବ। ‌ 

Cancer
ସିଂହ: ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ। ମନରେ ନୂଆ ଜିନିଷ ଜାଣିବା ଲାଗି ଉତ୍ସୁକତା ବଢ଼ିବ। ବେକାରଙ୍କୁ ରୋଜଗାରର ଅବସର ମିଳିବ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ। ‌

Leo

କନ୍ୟା: ଜୀବନରେ ଅନ୍ୟମାନଙ୍କର ସହଯୋଗ ପାଇବେ। ଯାହା ବି କାମ କରିବେ କମ୍ ସମୟରେ ପୂରା କରିଦେବେ। ପାରିବାରିକ ସୁଖ ବୃଦ୍ଧି ହେବ। ଛାତ୍ରଛାତ୍ରୀଙ୍କୁ ଲେଖାପଢ଼ାରେ ସଫଳତା ମିଳିବ।‌

Virgo

ତୁଳା: ଚାକିରି ବୃତ୍ତି ସମ୍ବନ୍ଧରେ କୌଣସି ଭଲ ଖବର ପାଇ‌ବେ। ଲାଗି ରହିଥିବା ମକଦ୍ଦମା ଆପଣଙ୍କ ସପକ୍ଷରେ ଆସିବ। ପ୍ରିୟଜନଙ୍କ ଠାରୁ ମନ ପସନ୍ଦର ଉପହାର ପାଇବେ।

Libraବିଛା: ନିଜର ପ୍ରତିଭା ବିକଶିତ କରିବା ଲାଗି ଅବସର ପାଇବେ। ବ୍ୟବସାୟରେ ଭଲ ଲାଭ ମିଳିବ। ଦାମ୍ପତ୍ୟ ଜୀବନରେ ନୂଆ ଖୁସି ଆସିବ। ଭ୍ରମଣ ସୁଖ ରହିଛି। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ଭଲ। 

Scorpio

‌‌ଧନୁ: ବ୍ୟବସାୟୀଙ୍କୁ ଧନଲାଭ ହେବ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ। କ୍ୟାରିୟରରେ କୌଣସି ବଡ଼ ସଫଳତା ପାଇବେ। ଯେଉଁମାନେ ଜମି କିଣିବା ଲାଗି ଭାବୁଛନ୍ତି ସେମାନଙ୍କୁ ଲାଭର ସଉଦା ମିଳିବ।‌ 

Sagittarius

ମକର: କୌଣସି କଥାକୁ ନେଇ ଆପଣଙ୍କ ମନ ଉତ୍ସାହିତ ରହିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ପ୍ରସଦ୍ଧି ମିଳିବ। ପୁସ୍ତକ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ପ୍ରେମ ସଂପର୍କ ନିବିଡ଼ ହେବ। 

Capricorn
କୁମ୍ଭ: ଦିନଟି ଆପଣଙ୍କ ଲାଗି ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଲାଭ ମିଳିବାର ଯୋଗ ଅଛି। ଅଫିସରେ କୌଣସ ବଡ଼ ଅଧିକାରୀଙ୍କ ସହଯୋଗ ପାଇବେ। ରାଜନୀତିରେ ଆର୍ଥିକ ଲାଭ ହେବ। 

Aquarius

ମୀନ: ପରିଶ୍ରମର ସନ୍ତୋଷଜନକ ଫଳ ପାଇବେ। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ଅଫିସରେ କୌଣସି ନୂଆ କାମ ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

Aquarius

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।