Horoscope 2026 October 20: ଜାଣନ୍ତୁ ଆଜିର ରାଶିଫଳ

Oct 20, 2026 - 00:20
Horoscope 2026 October 20: ଜାଣନ୍ତୁ ଆଜିର ରାଶିଫଳ

"ମେଷ: ଧର୍ମକାର୍ଯ୍ୟ ପ୍ରତି ଆସ୍ଥା ଓ ବିଶ୍ବାସ ସହିତ ଆଗକୁ ବଢ଼ିବେ।

ସାଙ୍ଗରେ କାମ କରୁଥିବା ଲୋକଙ୍କର ସାହାଯ୍ୟ ପାଇବେ।

ନିଜର କାମ ତରବରିଆରେ କରନ୍ତୁ ନାହିଁ।

କମ୍ ପରିଶ୍ରମରେ ଅଧିକ ଫଳ ପାଇବେ।‌Advertisment ବୃଷ: ଘର ଲୋକଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ।

କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ।

ଟଙ୍କପଇସା ସମ୍ବନ୍ଧୀୟ ଫଇସଲା ଭାବିଚିନ୍ତି ନିଅନ୍ତୁ।

ପରିଶ୍ରମର ବଢ଼ିଆ ପରିଣାମ ପାଇବେ। ‌ ମିଥୁନ: କାମ ସଂପୂର୍ଣ୍ଣ କରିବା ଲାଗି ଅଧିକ ପରିଶ୍ରମ କରିବାକୁ ହେବ।

ପ୍ରତିଯୋଗି ପରୀକ୍ଷା ସମ୍ବନ୍ଧୀୟ ଭଲ ଖବର ପାଇବେ।

କୌଣସି ବିଶେଷ ବ୍ୟକ୍ତିଙ୍କ ଦ୍ବାରା ଲାଭ ପାଇବେ।

ପାରିବାରିକ ଜୀବନ ଆନନ୍ଦମୟ ହେବ। ‌ କର୍କଟ: ବ୍ୟବସାୟ‌ରେ ଆଶାଠୁ ଅଧିକ ଲାଭ ହେବ।

ଆପଣଙ୍କୁ ପାରିବାରିକ ଝଞଟରୁ ମୁକ୍ତି ମିଳିଯିବ।

କାହାରି ଦେଇଥିବା ଅର୍ଥ ପାଇଯିବେ।

ଶିକ୍ଷକଙ୍କର ଏକାଗ୍ରତା ଓ ପରିଶ୍ରମକୁ ନେଇ ସମ୍ମାନିତ କରାଯିବ। ‌ ସିଂହ: ନିଜର ବ୍ୟବହାର ସ୍ବଚ୍ଛତା କରିବା ପାଇଁ ଚେଷ୍ଟା କରିବେ।

ହିସାବ କିତାବ କାମ କରୁଥିବା ଲୋକଙ୍କ ଲାଗି ଦିନଟି ବ୍ୟସ୍ତତା ଭରା ରହିବ।

ପ୍ରିୟଜନଙ୍କ ଠାରୁ ମନ ପସନ୍ଦର ଉପହାର ପାଇବେ।

କନ୍ୟା: ନିଜ ଯୋଜନାରେ ଲୋକମାନଙ୍କୁ ସହମତ କରାଇନେବେ।

ପରିବାରକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।

ଅଫିସରେ ଉପରିସ୍ଥ କର୍ମଚାରୀ ଆପଣଙ୍କ କାମ ଦେଖି ଖୁସି ହେବେ।

ଇଂଜିନିୟର ଛାତ୍ରଙ୍କ ଲାଗି ଦିନଟି ଭଲ। ‌ ତୁଳା: ବୁଲାବୁଲିରେ ଅଧିକ ସମୟ ବିତାଇବେ।

ଅଫିସରେ କୌଣସି କାମକୁ ସହଜରେ କରିବେ।

ଯଦି ଆପଣ ଚାକିରି ବଦଳାଇବାକୁ ଚାହୁଁଛନ୍ତି ତେବେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ।

ବ୍ୟବସାୟରେ ଲାଭ ପାଇବେ। ‌ ବିଛା: ନୂଆ ପ୍ରୋଜେକ୍ଟରେ କାମ କରିବାର ମଉକା ପାଇବେ।

ଦୀର୍ଘ ଦିନରୁ ଅଟକିଥିବା ସରକାରୀ କାମ ହୋଇଯିବ।

ଆପଣଙ୍କ ବ୍ୟବହାରରେ ସକାରାତ୍ମକ ପରିବର୍ତ୍ତନ ଆସିବ।

ଜମି ସଂପର୍କିତ କାର୍ଯ୍ୟ ଆଗକୁ ବଢ଼ିବ।

ଧନୁ: କୌଣସି ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଆସିବେ।

କୌଣସି ରଚନାତ୍ମକ କାର୍ଯ୍ୟରେ ସୁନାମ ଅର୍ଜନ କରିବେ।

ପିଲା ଆପଣଙ୍କୁ ଶୁଭ ଖବର ଦେବେ।

ସ୍ବାସ୍ଥ୍ୟ ସମ୍ବନ୍ଧରେ ସୁସ୍ଥ ଅନୁଭବ କରିବେ।

ମକର: ଆପଣଙ୍କର ମହତ୍ବାକାଂକ୍ଷା ବୃଦ୍ଧି ହେବ।

ଆପଣଙ୍କ ସକାରାତ୍ମକ ଚିନ୍ତା କାର୍ଯ୍ୟରେ ସହଯୋଗ କରିବ।

ପ୍ରତ୍ୟେକ ବ୍ୟକ୍ତି ଆପଣଙ୍କ କଥାରେ ପ୍ରଭାବିତ ହେବେ।

ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାର ଚେଷ୍ଟା କରନ୍ତୁ।

କୁମ୍ଭ: ଅଧିକ ସମୟ ପରିବାର ଲୋକଙ୍କ ସହିତ ଅତିବାହିତ କରିବେ।

କୌଣସି କାମରେ ଅନୁମାନ ଠାରୁ ଅଧିକ ଲାଭ ହେବ।

କୌଣସି ଫଇସଲା କରିବାରେ ଟିକେ କଷ୍ଟ ହେବ।

ଇଂଜିନିୟରଙ୍କ ଲାଗି ଦିନଟି ଭଲ।

ମୀନ: ଆପଣଙ୍କ ପାଖରେ ବ୍ୟବସାୟ ବଢ଼ାଇବା ପାଇଁ ଭଲ ମଉକା ଅଛି।

ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ ସଫଳତା ମିଳିବ।

ବନ୍ଧୁ ସହିତ ମିଶିବା ପାଇଁ ତାଙ୍କ ଘରକୁ ଯିବେ।

ଦାମ୍ପତ୍ୟ ଜୀବନ ଭଲ ରହିବ।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।