Horoscope 2026 October 28: ଜାଣନ୍ତୁ ଆଜିର ରାଶିଫଳ...
ମେଷ: ଅଳଙ୍କାର ବ୍ୟବସାୟୀଙ୍କୁ ଭଲ ଲାଭ ହେବ।
ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ରୁ ମୁକ୍ତି ପାଇବେ।
ପରିବାରରେ ଆନନ୍ଦଉଲ୍ଲାସ ଦେଖାଦେବ।
ଅଯଥା ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। Advertisment ବୃଷ: ବିଲଡର୍ସଙ୍କୁ କୌଣସି ବଡ଼ ଠିକା କାମର ମଉକା ମିଳିବ।
ପ୍ରେମୀଯୁଗଳ ଙ୍କ ସମ୍ବନ୍ଧ ଆହୁରି ମଜଭୁତ ହେବ।
ସରକାରୀ ବିଭାଗରେ କାମ କରୁଥିବା ଲୋକଙ୍କର ପଦୋନ୍ନତି ଯୋଗ ରହିଛି। ମିଥୁନ: ଦାମ୍ପତ୍ୟ ଜୀବନରେ କୌଣସି ବଡ଼ ଖୁସି ଖବର ପାଇବେ।
ବ୍ୟକ୍ତିଗତ ସମସ୍ୟାର ସମାଧାନ ହୋଇଯିବ।
କୌଣସି ବନ୍ଧୁ ଯୋଗୁଁ ଚାକିରି ମିଳିବା ସହଜ ହେବ।
ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।
କର୍କଟ: ବକେୟା ଅର୍ଥ ପାଇବେ।
ଓକିଲ କୌଣସି ମକଦ୍ଦମା କୁ ନେଇ ବ୍ୟସ୍ତ ରହିବେ।
ବେପାରରେ ଲାଭ ହେବ।
ଯେଉଁମାନେ ବାହାରେ ରହୁଛନ୍ତି ସେମାନେ ଜୀବନସାଥୀ ସହ ମିଶିବାର ମଉକା ପାଇବେ। ସିଂହ: ବେପାରରେ କିଛି ନୂଆ ଲୋକଙ୍କ ସହିତ ସାକ୍ଷାତ ହେବ।
ପ୍ଲାଷ୍ଟିକ କାରବାର କରୁଥିବା ଲୋକଙ୍କର ଜିନିଷ ଭଲ ବିକ୍ରୀ ହେବ।
ଝିଅର ବଡ଼ ସଫଳତାରେ ଘରେ ଖୁସିର ବାତାବରଣ ସୃଷ୍ଟି ହେବ। କନ୍ୟା: ଅଫିସ କାମକୁ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିଦେବେ।
ପ୍ରେମୀଯୁଗଳ ନିଜର ସମ୍ବନ୍ଧ କଥା ଘର ଲୋକଙ୍କୁ କହିବେ।
ପ୍ରତିଯୋଗୀ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କୁ ସଫଳତା ମିଳିବ। ଆହୁରି ପଢ଼ନ୍ତୁ- IT Use in Anti-Corruption Drive ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬: ଭିଜିଲାନ୍ସ ଧରପଗଡ଼ରେ ଏଣିକି ବଢ଼ିବ ଆଇଟିର ପ୍ରୟୋଗ ତୁଳା: ବେପାରରେ ଲାଭ ହେବ।
ଘନିଷ୍ଠ ବନ୍ଧୁର ସହଯୋଗ ପାଇବେ।
କୌଣସି ଅସହାୟ ଙ୍କୁ ସାହାଯ୍ୟ କରିବା ଯୋଗୁଁ ଆପଣଙ୍କୁ ଖୁସି ମିଳିବ।
ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। ବିଛା: ଦିନଟି ଆପଣଙ୍କ ପାଇଁ ବହୁତ ଭଲ ରହିବ।
ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କର ପ୍ରାଧାନ୍ୟ କାଏମ୍ ରହିବ।
ଦାମ୍ପତ୍ୟ ଜୀବନରେ ଆପୋସୀ ତାଳମେଳ ବଜାୟ ରହିବ।
ଧନୁ: ଧର୍ମକାର୍ଯ୍ୟରେ ଆପଣଙ୍କର ଆସ୍ଥା ବଢ଼ିବ।
ପରିବାର ସହିତ କୌଣସି ଧର୍ମାନୁଷ୍ଠାନକୁ ଯାଇପାରନ୍ତି।
ଦାମ୍ପତ୍ୟ ଜୀବନରେ ମିଷ୍ଠତା ବଢ଼ିବ।
ସୋସିଆଲ ମିଡ଼ିଆରେ ଆପଣଙ୍କର ରୁଚି ବଢ଼ିବ।
ମକର: ଶୁଖିଲା ଖାଦ୍ୟ ବ୍ୟବସାୟୀଙ୍କର କାମ ଭଲ ରହିବ।
ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ।
ଦାମ୍ପତ୍ୟ ଜୀବନରେ ଲାଗି ରହିଥିବା ମତଭେଦ ଦୂର ହେବ।
ପ୍ରେମୀଯୁଗଳ ଫୋନରେ ଦୀର୍ଘ ସମୟ ଧରି କଥା ହେବେ।
କୁମ୍ଭ: ଜମି ବ୍ୟବସାୟୀଙ୍କୁ ବଡ଼ ଡିଲରୁ ଭଲ ଲାଭ ହେବ।
ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ ସମାରୋହରେ କୌଣସି ବଡ଼ ଦାୟିତ୍ବ ମିଳିବ।
ଅଧୁରା କାର୍ଯ୍ୟ ସଂପୂର୍ଣ୍ଣ କରିବାରେ ସମୟ ସାଥ ଦେବ।
ମୀନ: ପରିବାରରେ କୌଣସି ଧର୍ମାନୁଷ୍ଠାନ ହେବାର ଯୋଗ ଅଛି।
ଶିକ୍ଷକ ଙ୍କର ବଦଳିରେ ଲାଗି ରହିଥିବା ବାଧା ଦୂର ହେବ।
ଛାତ୍ରଛାତ୍ରୀଙ୍କୁ ଶିକ୍ଷକଙ୍କର ବହୁତ ଭଲ ମାର୍ଗଦର୍ଶନ ମିଳିବ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।