Horoscope 2026 October 29: ଜାଣନ୍ତୁ ଆଜିର ରାଶିଫଳ...

Oct 29, 2026 - 00:09
Horoscope 2026 October 29: ଜାଣନ୍ତୁ ଆଜିର ରାଶିଫଳ...

‌ମେ‌ଷ: ନୂଆ କାମ‌ରେ ଭାଗ୍ୟର ସହଯୋଗ ପାଇବେ।

ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ।

ବିଶେଷ କାମର ମୂଳଦୁଆ ରଖିବା ଲାଗି ଦିନଟି ଭଲ।

ପିଲାମାନଙ୍କ ନୂଆ ଗତିବିଧିରେ ବ୍ୟସ୍ତ ରହିବେ।

ଓକିଲଙ୍କ ଲାଗି ଦିନଟି ଭଲ। ‌ Advertisment ବୃଷ: ଆୟର ନୂଆ ଉତ୍ସ ସୃଷ୍ଟି ହେବ।

ଅଫିସରେ କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ କାମ ପ୍ରଦାନ କରିବେ।

ଖେଳ ଜଗତର ଲୋକ ଅଭ୍ୟାସରେ ବ୍ୟସ୍ତ ରହିବେ।

ବନ୍ଧୁ ଆପଣଙ୍କ ଘରକୁ ନିମନ୍ତ୍ରଣ ଦେବା ପାଇଁ ଆସିପାରନ୍ତି। ‌ ମିଥୁନ: ନିତିଦିନିଆ କାମରେ ଅଧିକ ସମୟ ଲାଗିପାରେ।

ବ୍ୟବସାୟରେ ପୁଞ୍ଜି ଲଗାଇବା ପୂର୍ବରୁ ବଡ଼ଙ୍କର ପରାମର୍ଶ ନିଅନ୍ତୁ ଭଲ ହେବ।

କଳାକ୍ଷେତ୍ରରେ ଥିବା ଲୋକଙ୍କର ଭଲ ଲାଭ ହେବ।

ସାମାଜିକସ୍ତରରେ ସକ୍ରିୟ ରହିବେ।

କର୍କଟ: ଘରର ବଡ଼ଙ୍କ ସହଯୋଗରେ ଆପଣଙ୍କ କାମ ଜଲଦି ପୂରା ହେବ।

ଜୀବନସାଥୀ ଆପଣଙ୍କ ପ୍ରତ୍ୟେକ କଥାକୁ ବୁଝିବାକୁ ଚେଷ୍ଟା କରିବେ।

ଘର କ୍ଳେଶ ଦୂର ହେବ।

ରାଜନୀତିରେ ସଫଳତା ପାଇବେ। ‌ ‌ ସିଂହ: ଭାଇ ଭଉଣୀଙ୍କ ସହିତ ଲାଗି ରହିଥିବା ମତଭେଦ ଦୂର ହୋଇଯିବ।

ଯୋଗାଯୋଗରେ ବ୍ୟବସାୟ ସମ୍ବନ୍ଧୀୟ ଭଲ ସୂଚନା ପାଇବେ।

କୌଣସି ସମା‌ରୋହକୁ ଯିବା ପାଇଁ ଯୋଜନା କରିବେ। ‌ କନ୍ୟା: କଠିନ ପରିସ୍ଥିତିରେ କିଛି ଲୋକଙ୍କର ସାହାଯ୍ୟ ପାଇବେ।

ପାଖ ଲୋକଙ୍କ ପରାମର୍ଶ ଆପଣଙ୍କ ଲାଗି ଉପଯୋଗୀ ସାବ୍ୟସ୍ତ ହେବ।

ଚାକିରି ଖୋଜୁଥିବା ଲୋକ ଭଲ ଚାକିରି ପାଇବେ।

ଆହୁରି ପଢ଼ନ୍ତୁ- 🔴Odisha Cyclone Update: ୬ ଘଣ୍ଟାର ସଂଘର୍ଷ ପରେ ସ୍ଥଳଭାଗ ଅତିକ୍ରମ କଲା ବାତ୍ୟା 'ଅର୍ଣ୍ଣବ'; ସମସ୍ତ ବିଭାଗ ୧୦୦% ସତର୍କ ଅଛନ୍ତି: ପ୍ରଭାତୀ ପରିଡ଼ା ତୁଳା: କୌଣସି କାମକୁ ନେଇ ଚେଷ୍ଟାରେ ସଫଳତା ପାଇବେ।

ମୋବାଇଲ ଓ ଇମେଲରେ ଭଲ ଖବର ପାଇବେ।

ବାଲ୍ୟବନ୍ଧୁ ସହିତ ଦୀର୍ଘଦିନ ପରେ ଦେଖା ହେବ।

ସ୍ବାସ୍ଥ୍ୟ ଦୃଷ୍ଟିରୁ ନିଜକୁ ସୁସ୍ଥ ଓ ସବଳ ଅନୁଭବ କରିବେ। ‌ ବିଛା: ବଡ଼ ଓ ଅଲଗା କାମ କରିବା ପାଇଁ ଭାବିପାରନ୍ତି।

ଆର୍ଥିକ ସ୍ଥିତି ଭଲ କରିବା ପାଇଁ ଚେଷ୍ଟା କରିବେ।

ଅଫିସରେ ଅଧିକାରୀମାନଙ୍କ ସହଯୋଗ ପାଇବେ।

ସ୍ଥଗିତ ଥିବା କାମରେ ଆପଣଙ୍କ ଅନୁଭବ କାମର ଆସିବ।

ଧନୁ: ଆପଣଙ୍କ ରୁଟିନରେ କିଛି ପରିବର୍ତ୍ତନ ଆସିବ।

ନୂଆ କୌଶଳର ସାହାରା ନିଅନ୍ତୁ କାମ ସହଜ ହେବ।

ବିରୋଧୀପକ୍ଷ ଆପଣଙ୍କ ସାମନାରେ ମତମସ୍ତକ ହେବେ।

ଛାତ୍ରଛାତ୍ରୀ ପାଇଁ ସମୟ ଅନୁକୂଳ ରହିବ।

ମକର: ପରିବାର ସାମନାରେ ନିଜର ମତ ରଖିବାର ପୂରା ମଉକା ପାଇବେ।

ଆପଣଙ୍କ ଯୋଜନାରେ ଲୋକ ଯଥେଷ୍ଟ ପ୍ରଭାବିତ ହେବେ।

ଜୀବନସାଥୀର ଭରପୂର ସହଯୋଗ ଓ ସାନିଧ୍ୟ ପାଇବେ।

କୁମ୍ଭ: ଦିନଟି ବ୍ୟସ୍ତତାଭରା ରହିବ।

ନିଜର ମାମଲା ବାହାର ଲୋକଙ୍କୁ କହନ୍ତୁ ନାହିଁ।

ଅସମ୍ଭବ କାମ ପୂରା ହେବା ଯୋଗୁଁ ଖୁସି ହେବେ।

ଚାକିରିଜୀବୀ ନିଜ କାମରେ ଧ୍ୟାନକେନ୍ଦ୍ରୀତ କରି ରହନ୍ତୁ।

ମୀନ: ମିଳିମିଶି କାମ କରନ୍ତୁ ଯଥେଷ୍ଟ ସଫଳତା ପାଇବେ।

ନିବେଶ ମାମଲାରେ ଘରର ବଡ଼ଙ୍କ ଠାରୁ ନୂଆ ପରାମର୍ଶ ପାଇବେ।

ବିଭିନ୍ନ ପ୍ରକାର କାମରେ ବ୍ୟସ୍ତ ରହିବେ।

ସାମାଜିକ ପରିସର ବୃଦ୍ଧି ହେବ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।