Horoscope 2026 September 18: ଜାଣନ୍ତୁ ଆଜିର ରାଶିଫଳ...

Sep 18, 2026 - 00:14
Horoscope 2026 September 18: ଜାଣନ୍ତୁ ଆଜିର ରାଶିଫଳ...

"ମେଷ: ଆପଣଙ୍କର ରଚନାକୁ ଲୋକେ ପ୍ରଶଂସା କରିବେ।

ଘରେ ସୁଖ ସମୃଦ୍ଧି ବୃଦ୍ଧି ହେବ।

କାମ କରିବା ନିୟମରେ ପରିବର୍ତ୍ତନ ଆଣିବେ।

ଛାତ୍ର ପ୍ରତିଯୋଗୀ ପରୀକ୍ଷାରେ ଭଲ ପରିଣାମ ପାଇବେ।

Advertisment ବୃଷ: ଜୀବନରେ ଲାଗି ରହିଥିବା ବାଧା ଦୂର ହେବ।

ଧର୍ମକାର୍ଯ୍ୟରେ ମନ ଲଗାଇବେ।

ଆୟର ନୂଆ ଉତ୍ସ ପାଇବେ।

ମହିଳାମାନେ ରୋଷେଇଘରେ କାମ କରୁଥିବା ସମୟରେ ସାବଧାନ ରହନ୍ତୁ।

ମିଥୁନ: ବ୍ୟବସାୟୀଙ୍କୁ ଆର୍ଥିକ ଲାଭ ଯୋଗ ଅଛି।

ଅଫିସରେ କରିଥିବା କାମର ଶ୍ରେୟ ଅନ୍ୟ କାହାରିକୁ ଦିଅନ୍ତୁ ନାହିଁ।

ପରିବାରରେ ଆପୋସୀ ତାଳମେଳ ରହିବ।

ଘନିଷ୍ଠ ବନ୍ଧୁ ସହ ସାକ୍ଷାତ ହେବ।

କର୍କଟ: ନୂଆ ବିଚାରରେ ପରିପୂର୍ଣ୍ଣ ରହିବେ।

ଯେଉଁ କାମ ହାତକୁ ନେବେ ସେଥିରେ ଯଥେଷ୍ଟ ସଫଳତା ପାଇବେ।

ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ।

ପ୍ରେମ ସମ୍ବନ୍ଧ ନିବିଡ଼ ହେବ।‌ ସିଂହ: କୌଣସି ସମ୍ମାନିତ ଲୋକଙ୍କ ସହ ମିଶିବାର ସୁଯୋଗ ପାଇବେ।

ସାମାଜିକ ସ୍ତରରେ ଲୋକ ପ୍ରିୟତା ବଢ଼ିବ।

ବ୍ୟବସାୟରେ ସଫଳତାର ଶିଖର ଛୁଇଁବେ।

ବୈବାହିକ ଜୀବନରେ ସୌହାର୍ଦ୍ଦ ବଢ଼ିବ।

କନ୍ୟା: କରିଆସୁଥିବା ପ୍ରୟାସରେ ସନ୍ତୋଷଜନକ ଫଳ ପାଇବେ।

ଆପଣଙ୍କର ଭୂମିକା ନେତୃତ୍ବକାରୀ ହୋଇପାରେ।

ଚାକିରିଆଙ୍କ ଲାଗି ଦିନଟି ଭଲ ରହିବ।

ପରିବାର ଲୋକଙ୍କ ସହିତ ବଢ଼ିଆ କ୍ଷଣ ବିତାଇବେ।

ଆହୁରି ପଢ଼ନ୍ତୁ- Supreme Court : ସିବିଏସ୍ଇ ତ୍ରି-ଭାଷା ନୀତି: ଷଷ୍ଠ ଶ୍ରେଣୀ ଶିକ୍ଷାର୍ଥୀଙ୍କୁ ବିକଳ୍ପ ସୁଯୋଗ ଦେବାକୁ ସୁପ୍ରିମକୋର୍ଟଙ୍କ ପରାମର୍ଶ ତୁଳା: ଆପଣଙ୍କର ଆକର୍ଷକ ସ୍ବଭାବ ଅନ୍ୟମାନଙ୍କର ଧ୍ୟାନ ଆକର୍ଷିତ କରିବ।

ବ୍ୟବସାୟରେ ଲାଭ ହେବାର ସମ୍ଭାବନା।

ବଡ଼ ଓକିଲଙ୍କ ପରାମର୍ଶ ଆପଣଙ୍କ ଲାଗି ଭଲ ସାବ୍ୟସ୍ତ ହେବ।

ସରକାରୀ କାମ ପୂରା ହେବ।

ବିଛା: ଆପଣଙ୍କ ଭିତରେ ନୂଆ ଶକ୍ତି ଅନୁଭବ କରିବେ।

ଭଲ ଜାଗାରେ ନିବେଶ କରିପାରନ୍ତି।

ଜରୁରୀ କାମ ଅନ୍ୟମାନଙ୍କ ଭରସାରେ ଛାଡ଼ନ୍ତୁ ନାହିଁ।

ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ‌ ଧନୁ: ଆପଣଙ୍କ ଧ୍ୟାନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ।

ନିଜ ଆଖପାଖର ଆଚରଣ ଉପରେ ଦୃଷ୍ଟି ରଖନ୍ତୁ।

କଳାକାରଙ୍କ ଲାଗି ଦିନଟି ଭଲ।

ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ‌ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ମକର: ସକାରାତ୍ମକ ଦୃଷ୍ଟିକୋଣରେ ଜରୁରୀ କାମ ପୂରା ହେବ।

ଡାକ୍ତରଙ୍କର ସମାଜରେ ନାମ ଉଚ୍ଚା ରହିବ।

କାହାରି ମାମଲାରେ ଦଖଲ ଦିଅନ୍ତୁନାହିଁ।

ଏକାନ୍ତରେ ଅଧ୍ୟୟନ କରନ୍ତୁ ପଢ଼ିବାରେ ମନ ଲାଗିବ। ‌  କୁମ୍ଭ: ପୂର୍ବରୁ କରିଥିବା ନିବେଶର ଲାଭ ପାଇବେ।

ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କର ସମାଜରେ ପ୍ରତିଷ୍ଠା ବୃଦ୍ଧି ହେବ।

କ୍ୟାରିୟର ସମ୍ବନ୍ଧରେ ନୂଆ ଅବସର ପାଇବେ।

ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।

ମୀନ: ଲୋକମାନଙ୍କର ଭରସା ଆପଣଙ୍କ ଉପରେ ବଢ଼ିବ।

ଅର୍ଡ଼ର ସପ୍ଲାଇଙ୍କୁ ଯଥେଷ୍ଟ ଲାଭ ହେବ।

ପାରିବାରିକ ବାତାବରଣ ସକାରାତ୍ମକ ରହିବ।

ଦାମ୍ପତ୍ୟ ଜୀବନ ଖୁସିରେ ପୂର୍ଣ୍ଣ ରହିବ।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।