Hydroponic Cannabis Worth ₹1.85 Crore Seized at Bhubaneswar Airport
#ଏୟାରପୋର୍ଟରୁ_୧.୮୫_କୋଟିର_ଗଞ୍ଜେଇ_ଜବତ
ଭୁବନେଶ୍ୱର ବିମାନବନ୍ଦରରୁ ବିପୁଳ ପରିମାଣର ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ। ୫ କେଜି ୨୯୧ ଗ୍ରାମ୍ ଗଞ୍ଜେଇ ଜବତ କରିଛି ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ଡିଆର୍ ଆଇ ଓ କଷ୍ଟମ୍ସ ବିଭାଗର ମିଳିତ ଟିମ୍ । ଜବତ ଗଞ୍ଜେଇର ଆନୁମାନିକ ଅବୈଧ ବଜାର ମୂଲ୍ୟ ୧ କୋଟି ୮୫ ଲକ୍ଷ ଟଙ୍କା। ଏହି ଘଟଣାରେ ୪ ଜଣ ଯାତ୍ରୀଙ୍କୁ ଧରାଯାଇଛି। ଆଜି ବ୍ୟାଙ୍କକ୍ ରୁ ଭୁବନେଶ୍ୱର ଆସିଥିବା ୪ ଜଣ ଯାତ୍ରୀଙ୍କ ଉପରେ ସନ୍ଦେହ ହେବାରୁ ସେମାନଙ୍କ ବ୍ୟାଗ୍ ଯାଞ୍ଚ କରାଯାଇଥିଲା।
#bhubaneswarairport#HydroponicCannabis#Ganja#DRI#CustomsDepartment#DrugSeizure#OdishaNews#Bhubaneswar DrugSmuggling #OdishaTV#otv
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।