IPLରେ ୪୦ କୋଟିର ବ୍ଲାକ୍‌ମେଲ୍‌! ମାଲିକଙ୍କ ହୋଶ୍‌ ଉଡ଼ାଇଲେ ଷ୍ଟାର ଖେଳାଳି, ଦେଉଛନି ଧମକ

Nov 06, 2026 - 08:54
IPLରେ ୪୦ କୋଟିର ବ୍ଲାକ୍‌ମେଲ୍‌! ମାଲିକଙ୍କ ହୋଶ୍‌ ଉଡ଼ାଇଲେ ଷ୍ଟାର ଖେଳାଳି, ଦେଉଛନି ଧମକ

ନୂଆଦିଲ୍ଲୀ,୬।୧୧: ଆଇପିଏଲ ଫ୍ରାଞ୍ଚାଇଜି ମାଲିକଙ୍କ ମୁଣ୍ଡବ୍ୟଥା ବଢ଼ାଇଛନ୍ତି କିଛି ଷ୍ଟାର ଖେଳାଳି। ଆଇପିଏଲ୍‌ର ଆଗାମୀ ନିଲାମକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଖେଳାଳିଙ୍କ ରିଟେନ୍ସନ ଫି’କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କିଛି ଟପ ଖେଳାଳି ନିଜକୁ ଦଳରେ ରଖିବା ପାଇଁ ଫ୍ରାଞ୍ଚାଇଜିଙ୍କୁ ୪୦ କୋଟି ଟଙ୍କା ଦେବାକୁ ଦାବି କରିଛନ୍ତି। ଏତେ ଟଙ୍କା ନମିଳିଲେ ସେମାନେ ଆଗାମୀ ମେଗା ଅକ୍ସନରେ ସାମିଲ ହେବେ ବୋଲି ଜଣାପଡ଼ିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।