Janseva Kendra Owner Shot Dead in Keonjhar, Attacked With Sharp Weapon in Patna
#ସ୍ତ୍ରୀ_ପୋଲିସ୍_ସ୍ବାମୀଙ୍କୁ_ଫାୟାରିଂ
ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରି ହତ୍ୟା। କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। କେନ୍ଦେଇପଶି ଅଞ୍ଚଳରେ ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରିବା ସହ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା ଅଭିଯୋଗ ହୋଇଛି। ଆକ୍ରମଣରେ ତାଙ୍କ ହାତରେ ଗୁଳି ବାଜିଥିଲା। ଏହାସହ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଧରଣୀଧର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତେବେ ଜନସେବା କେନ୍ଦ୍ର ମାଲିକଙ୍କ ପତ୍ନୀ ପୋଲିସ୍ ଥିବା ଜଣାଯାଇଛି।
A Janseva Kendra owner was allegedly shot and attacked with a sharp weapon in Kendeipashi area under Patna police limits in Keonjhar district, triggering tension in the area. The victim sustained a bullet injury to his hand and suffered serious injuries in the attack. He was rushed to Dharanidhar Medical College and Hospital in a critical condition.
#Keonjhar#Patna#JansevaKendra#Murder#CrimeNews#OdishaCrime#Shooting#OdishaNews#OTV
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।