Light rain for five days: ୫ ଦିନ ଯାଏଁ ହାଲୁକା ବର୍ଷା
"ଭୁବନେଶ୍ବର: ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ।
ସେପ୍ଟେମ୍ବର ୩ ଓ ୪ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ।
ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପରବର୍ତ୍ତୀ ୩ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି।Advertisment "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।