MMDR Bill Sparks Political Heat in Odisha; Naveen Patnaik Targets Government
#MMDR_ପ୍ରସଙ୍ଗ #ସରକାରଙ୍କୁ_ନବୀନଙ୍କ_ଟାର୍ଗେଟ୍
ଖଣି ଏବଂ ଖଣିଜ ସଂଶୋଧନ ବିଲ୍ ବା MMDR ପ୍ରସଙ୍ଗରେ ତେଜିଲା ରାଜନୀତି । ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଭିଡିଓ ଜାରି କରି ନବୀନ କହିଛନ୍ତି, ଏ ମାଟି ଆମର, ଏ ଖଣି ସମ୍ପଦ ମଧ୍ୟ ଆମର। ଓଡ଼ିଶାକୁ ଦୁର୍ବଳ କରିବା ପାଇଁ ଚାଲିଥିବା ଭୟଙ୍କର ଷଡ଼ଯନ୍ତ୍ରକୁ ଓଡ଼ିଶାବାସୀ କଦାପି ବରଦାସ୍ତ କରିବେ ନାହିଁ। ଓଡ଼ିଶାର ଦ୍ରୁତ ବିକାଶରେ ଖଣି ଟିକସ ଏକ ମୁଖ୍ୟ ଭୂମିକା ଗ୍ରହଣ କରିଛି । MMDR ବିଲ୍ ପାସ୍ ହେବା ଓଡ଼ିଶାବାସୀଙ୍କ ପାଇଁ ଅପୂରଣୀୟ କ୍ଷତି କରିବାକୁ ଯାଉଛି । ନବୀନ କହିଛନ୍ତି, ସଂଶୋଧିତ ବିଲ୍ ଆମ ଖଣି ସମ୍ପଦ ଉପରେ ଥିବା ଆମ ଅଧିକାରକୁ ଛଡ଼ାଇ ନେଇଛି । ଯାହାର ଜବାବ ରଖି ଖଣି ମନ୍ତ୍ରୀ ବିଭୁତି ଜେନା କହିଛନ୍ତି, ଆନ୍ଦୋଳନ କରିବାର ଅଧିକାର ସମସ୍ତଙ୍କର ଅଛି । କିନ୍ତୁ ଲୋକଙ୍କୁ ଭ୍ରମିତ କରିବାର ଅଧିକାର କାହାର ନାହିଁ । କେବଳ ରାଜନୀତି କରିବା ପାଇଁ ନବୀନ ବାବୁ ଅଭିଯୋଗ କରୁଛନ୍ତି ।
#OdishaPolitics#NaveenPatnaik#MMDRBill#BibhutiBhusanJena#OdishaMining#MiningRights#MineralResources#OdishaDevelopment#MiningRevenue#PoliticalDebate#OdishaTV#otv
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।