Mula Ashtami Marks Beginning of 16-Day Parbana Puja at Maa Sarala Shrine in Jhankad
#ଆଜିଠୁ_ଆରମ୍ଭ_ପାର୍ବଣ_ପୂଜା
ଆଜି ପବିତ୍ର ମୂଳାଷ୍ଟମୀ। ଆଜି ଠାରୁ ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ଝଙ୍କଡ଼ ସ୍ଥିତ ମା ଶାରଳାଙ୍କ ପୀଠରେ ଆରମ୍ଭ ହୋଇଛି ପାର୍ବଣ ପୂଜା। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ମୂଳାଷ୍ଟମୀ ଠାରୁ ମହାଷ୍ଟମୀ ପର୍ଯ୍ୟନ୍ତ ୧୬ ଦିନ ପାର୍ବଣ ପୂଜା ମାଙ୍କ ପୀଠରେ ଅନୁଷ୍ଠିତ ହେବ । ଏହି ଅବସରରେ ଆଜିଠାରୁ ମା ଜଗତ ଜନନୀଙ୍କୁ ବିଭିନ୍ନ ବେଶରେ ସୁସଜିତ କରାଯିବା ସହ ଷୋଡଶ ଉପଚାର ପୂଜା, ଚଣ୍ଡୀ ପାଠ ଆଦି କରାଯିବ । ଏଥି ସହିତ ମାଙ୍କୁ ପ୍ରତେହ ସନ୍ଧ୍ୟାରେ ସୁନାବେଶ କରାଯିବା ସହିତ ସୁସଜିତ ବିମାନରେ ବେଢ଼ା ପରିକ୍ରମା କରାଯିବ।
The sacred Mula Ashtami marks the beginning of the 16-day Parbana Puja at the famous Maa Sarala Shakti Peetha in Jhankad, Jagatsinghpur district. The special rituals will continue from Mula Ashtami to Maha Ashtami.
#MaaSarala#MulaAshtami#ParbanaPuja#Jhankad#Jagatsinghpur#ShaktiPeetha#MahaAshtami#Mahishasuramardini#OdishaNews#OTV
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।