ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

Nov 01, 2026 - 22:23
ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗାଁ ପଞ୍ଚାୟତର ନର୍ବାହୀ ଅଧିକାରୀ(PEO) ସତ୍ୟନାରାୟଣ ପଣ୍ଡାଙ୍କୁ ଜିଲାପାଳ ନିଲମ୍ବନ କରିଛନ୍ତି। ଏଭଳି ସଙ୍କଟ ସମୟରେ ସରକାରୀ ଦାୟିତ୍ୱ ନିର୍ବାହରେ ଅବହେଳା ଅଭିଯୋଗକୁ ନେଇ ଏହି ଶୃଙ୍ଖଳାଗତ ପଦକ୍ଷେପ ନିଆଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।