କୋଲ୍କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍ ଲିଜେଣ୍ଡ୍ସ ମ୍ୟାଚ୍
କୋଲ୍କାତା,୧୩ା୧୦: ବିଶ୍ୱ ଫୁଟ୍ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍ ଖେଳିବେ। ଏ ନେଇ ପଶ୍ଚିମବଙ୍ଗ କ୍ରୀଡ଼ାମନ୍ତ୍ରୀ ଇନ୍ଦ୍ରନିଲ ଖାନ୍ ମଙ୍ଗଳବାର ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି।
ଏହି ମ୍ୟାଚ୍ ସଲ୍ଟ ଲେକ୍ ଷ୍ଟାଡିୟମରେ ଖେଳାଯିବ। ଏହି ଷ୍ଟାଡିୟମରେ ଗତ ସପ୍ତାହରେ ଦୁଇଟି ହାଇପ୍ରୋଫାଇଲ ଇଣ୍ଟରନ୍ୟାଶନାଲ ଫ୍ରେଣ୍ଡ୍ଲି ମ୍ୟାଚ୍ ଆୟୋଜନ କରାଯାଇଥିଲା।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।