ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…
ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା ଇସ୍ତଫାପତ୍ରକୁ ରାଜ୍ୟ ସରକାର ଗୃହ ମନ୍ତ୍ରଣାଳୟକୁ ସୁପାରିସ କରିଥିଲେ। କେନ୍ଦ୍ରର ମଞ୍ଜୁରୀ ପରେ ଏବେ ତାଙ୍କର ଇସ୍ତଫା ପ୍ରକ୍ରିୟା ଶେଷ ହୋଇଛି, ଯାହାକୁ ନେଇ ରାଜ୍ୟ ପ୍ରଶାସନିକ ଓ ପୋଲିସ ମହଲରେ ବ୍ୟାପକ ଚର୍ଚ୍ଚା ଆରମ୍ଭ ହୋଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।