ନଭେମ୍ବର ୧୮ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ୩୩ ଦିନ ଧରି ଚାଲିବ…
ଭୁବନେଶ୍ୱର, ୨୮।୧୦: ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶା ବିଧାନସଭାର ୧୭ତମ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ।
ସମୁଦାୟ ୪୪ ଦିନର ଏହି ଅଧିବେଶନ ମଧ୍ୟରେ ମୋଟ ୩୩ଟି କାର୍ଯ୍ୟଦିବସ ରହିଛି। ବିଭିନ୍ନ ଜନସ୍ୱାର୍ଥ ମାମଲା, ଉନ୍ନୟନମୂଳକ ଯୋଜନା ଏବଂ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଏହି ଅଧିବେଶନରେ ଗୃହ ସରଗରମ ହେବାର ସମ୍ଭାବନା ରହିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।