ଭାରତ ସହ ସହଯୋଗ ବଢ଼ାଇବ ଇରାନ

Sep 09, 2026 - 09:02
ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ ବଢ଼ାଇବା ଉପରେ ଇରାନ ଗୁରୁତ୍ୱ ଦେଇଛି। ନୂଆଦିଲ୍ଲୀରେ ହେବାକୁ ଥିବା ବ୍ରିକ୍ସ ସମିଟ୍‌ରେ ଯୋଗଦେବାକୁ ଇରାନ ରାଷ୍ଟ୍ରପତି ମାସୌଦ ପେଜେଶକିଆନ୍‌ ଆସୁଥିବାବେଳେ ଦ୍ୱିପାକ୍ଷିକ ବାଣିଜ୍ୟ ବଢ଼ାଇବା ଦିଗରେ ଏହି ସମ୍ମିଳନୀ ଦୃଢ଼ ପ୍ଲାଟଫର୍ମ ପ୍ରଦାନ କରିବ ବୋଲି ଇରାନ ଆଶାବାଦୀ ରହିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।