ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ
ନୂଆଦିଲ୍ଲୀ,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ଧର୍ମଘଟକୁ ସ୍ଥଗିତ ରଖିଛି ୟୁଏଫ୍ବିୟୁ। ଗତକାଲି ଭାରତୀୟ ବ୍ୟାଙ୍କ ସଂଘ ସହ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ମାସର ସବୁ ଶନିବାର ଛୁଟି ସମେତ ଅନ୍ୟାନ୍ୟ ଦାବିରେ ଧର୍ମଘଟ ଡାକରା ଦିଆଯାଇଥିଲା।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।