Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…
ମୁମ୍ୱାଇ: ବଲିଉଡର ଦିଗ୍ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି ଚର୍ଚ୍ଚିତ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଥିଲା। ସେହିପରି ସେ ଜଣେ ଲୋକପ୍ରିୟ ଅଭିନେତ୍ରୀଙ୍କ ପାଇଁ ଦିୱାନା ଥିଲେ ବୋଲି ବେଶ୍ ଚର୍ଚ୍ଚା ମଧ୍ୟ ହୋଇଥିଲା ଆସନ୍ତୁ ଜାଣିବା ସେହି ଅଭିନେତ୍ରୀଙ୍କ ସହ ନାନାଙ୍କ ପ୍ରେମ ସମ୍ପର୍କ କିପରି ଥିଲା…
୯୦ ଦଶକରେ ଅଭିନେତା ନାନା ପାଟେକର ଓ ଅଭିନେତ୍ରୀ ମନୀଷା କୋଇରାଲାଙ୍କ ସମ୍ପର୍କକୁ ନେଇ ଅନେକ ଚର୍ଚ୍ଚା ହୋଇଥିଲା। ଦୁହିଁଙ୍କ ମଧ୍ୟରେ ଥିବା ଘନିଷ୍ଠତାକୁ ନେଇ ପ୍ରେମ ସମ୍ପର୍କର ଗୁଜବ ମଧ୍ୟ ଜୋର ଧରିଥିଲା। ଏବେ ଫିଲ୍ମ ‘ଅଗ୍ନି ସାକ୍ଷୀ’ର ଲେଖକ ରଣବୀର ପୁଷ୍ପ ସେହି ସମୟର ସମ୍ପର୍କକୁ ନେଇ କଥା କହିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।