କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ
ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ ବୋଲି ସଭାପତି ଭକ୍ତ ପ୍ରକାଶ କରିଛନ୍ତି।
‘ଛାତ୍ରୋଁ କି ଗୁଞ୍ଜ’ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ରାହୁଲ ଓଡ଼ିଶା ଆସିବେ ବୋଲି ଭକ୍ତ କହିଛନ୍ତି। ରାହୁଲଙ୍କ ସହିତ ଅନ୍ୟ ବରିଷ୍ଠ କଂଗ୍ରେସ ନେତା ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସେ ସୂଚନା ଦେଇଛନ୍ତି
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।