Odisha Assembly Monsoon Session Begins Tomorrow: Opposition Plans Strategy, Seeks Discussion on MMDR
‘#ଦଳ_ନିଷ୍ପତ୍ତି_ମାନି_କାମ_କରିବୁ’
କାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ। ତାପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା।। ସରକାରଙ୍କୁ ଘେରିବାରୁ ବିରୋଧୀ ପ୍ରସ୍ତୁତ କରିଛନ୍ତି ରଣନୀତି। ଦଳ ନିଷ୍ପତ୍ତି ଅନୁସାରେ କାର୍ଯ୍ୟ କରିବୁ ବୋଲି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। MMDR ଉପରେ ଆଲୋଚନା କରାଯିବା ନେଇ ଦାବି କରିଛୁ। ଦଳ ଯାହା ନିଷ୍ପତ୍ତି ନେବ ସେହି ଅନୁଯାୟୀ ଆମେ କାର୍ଯ୍ୟ କରିବୁ। ଗୃହ ଚାଲିବାରେ ସହଯୋଗ କରିବୁ କି ନାହିଁ ତାହା ଦଳ ନିଷ୍ପତ୍ତି ନେବ ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ ।
The Odisha Assembly’s Monsoon Session begins tomorrow, September 22. Ahead of the session, an all-party meeting was held under the Speaker’s chairmanship, with discussions on the smooth functioning of the House.
#OdishaAssembly#MonsoonSession#MMDR#PramilaMallik#BJD#OdishaPolitics#OdishaNews#OTV
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।